TodayHoroscope / ଆଜିର ରାଶିଫଳ: କେଉଁ ରାଶିକୁ ମିଳିବ ଧନଲାଭ, କାହାକୁ ସତର୍କ ରହିବାକୁ ପଡ଼ିବ?
·2 hours ago·3 min read

Key Points
ମେଷ-
ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ।

ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ। ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇ। ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା’ ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ସିଂହ-
ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ। ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ୍ବ ଦୂର ହେବ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ। ସହନଶୀଳତା ଯୋଗୁ ପ୍ରଂଶସା ମିଳିବ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ। ଶିକ୍ଷୟିତ୍ରୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ। ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ। ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା-
ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ। ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ସମ୍ପତ୍ତିକୁ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ। ମହିଳା ମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସମ୍ପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଧନୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଟେନସନ୍ କିଛି ମାତ୍ରରେ କମିଯିବ। କୌଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅଫିସରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। କଚେରି ମାମଲା ମନ୍ଥର ହୋଇପାରେ। ସମ୍ପତ୍ତି ବୃଦ୍ଧି ହୋଇପାରେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା’ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆଜି କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ। ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା ଏବଂ ଅତ୍ୟଧିକ ନିଦ ଆସିପାରେ। ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ। କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ବିଦେଶରେ ଥିବା ସମ୍ପର୍କୀୟ ଠାରୁ ଶୁଭ ଖବର ପାଇବେ। ସଭାସମିତିରେ ସୀମାରେ ନରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories