Today Horoscope / ଆଜିର ରାଶିଫଳ: କେଉଁ ରାଶି ପାଇଁ ଖୁସି ଖବର, କାହାକୁ ରହିବାକୁ ପଡିବ ସତର୍କ?
·1 hour ago·3 min read

Key Points
ମେଷ, କର୍କଟ ଓ ମକର ରାଶି ପାଇଁ ଦିନଟି ଶୁଭ
ମିଥୁନ, ତୁଳା ଓ ବିଛା ରାଶିର ବ୍ୟକ୍ତିମାନେ ଭୁଲ ବୁଝାମଣା ଓ ବିରୋଧୀଙ୍କ ଷଡଯନ୍ତ୍ରରୁ ସତର୍କ ରୁହନ୍ତୁ

ମେଷ-
ପାରିବାରିକ ସମସ୍ୟାର ଅନ୍ତ ଘଟିବ। ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ପିତାମାତା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ବନ୍ଧୁମାନଙ୍କ ସହେଯାଗ ହେତୁ ସଫଳତା ହାସଲ କରିବେ । ରାଜନୀତିରେ ସଫଳତା ପାଇ ପାରନ୍ତି । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟରେ ଉନ୍ନତି କରିବେ। ପ୍ରେମ ଜୀବନ ଭଲ ରହିବ। କାର୍ଯ୍ୟକ୍ଷେତ୍ର ବିଳମ୍ବରେ ସଫଳ ହେବ। ଶତ୍ରୁମାନଙ୍କର ଷଡଯନ୍ତ୍ରର ଶିକାର ହୋଇ ବିଭିନ୍ନ ଅସୁବିଧାରେ ପଡି ପାରନ୍ତି। ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ। ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ଶାରୀରିକ ପିଡା କମ ରହିବ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ। ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ପରିବାରରେ ସନ୍ତାନଙ୍କ କୃତିତ୍ୱରେ ଖୁସି ହୋଇପାରନ୍ତି। ଟଙ୍କା ରୋଜଗାର କରିବ। ଦିଗରେ ପ୍ରୟାସ ଜାରି ରଖିବେ ଏବଂ ସଫଳ ହେବେ। ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ। ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ମହିଳା ମାନେ ଦାୟିତ୍ୱବାନ୍ ରହିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା-
ନିଷ୍ପତ୍ତିମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ। ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ। ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ। ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ। ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ। ଭ୍ରମଣ ହେତୁ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ। ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ। ଜମି ମାମଲା ତୁଟି ଯାଇପାରେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ସରକାରୀ ପ୍ରଶାସନଠାରୁ କ୍ଷତିପୂରଣ ପାଇପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
କୁମ୍ଭ-
ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। ଗତକାଲିଠାରୁ ଭାବୁଥିବା କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ଅର୍ଥନୈତିକ ଅଭିବୃଦ୍ଧି ସହ ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରାଇବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପରିସ୍ଥିତି ବଶତଃ ନିକଟ ସମ୍ପର୍କୀୟ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories