Horoscope Today / ଆଜି ନଭେମ୍ବର ୨୭ ତାରିଖ, ଶୁକ୍ରବାର…କେମିତି ରହିବ ଆପଣଙ୍କ ଦିନ ଜାଣି ନିଅନ୍ତୁ…?
·13 mins ago·3 min read

Key Points
ମେଷ-
ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ।

ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଶତ୍ରୁ ଓ ବିରୋଧୀ ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ପରୀକ୍ଷାରେ କୃତିତ୍ୱ ହାସଲ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା’ ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଘରକୁ ଅତିଥିଙ୍କର ଯିବା ଆସିବା ଲାଗି ରହିବ। ଦୁଃସାହସିକ କାର୍ଯ୍ୟ ସମ୍ପାଦନା କରିବେ। ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ। ଅଧିକାର ଜାହିର କରିବାରୁ ନିବୃତ୍ତ ରୁହନ୍ତୁ। ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ। ଘରୋଇ କଂପାନୀରେ ଚାକିରି ମିଳିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ। ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ। ବ୍ୟବସାୟରେ ଆଂଶିକ ସଫଳତା ପାଇବେ। ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ। ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଅବିବାହିତ କନ୍ୟାଙ୍କ ଲାଗି ଲାଭ ଦିନଟିଏ। ଆପଣ ଯେଉଁ ନିଷ୍ପତ୍ତି ନେବେ ତାହା ଆପଣଙ୍କୁ ଭବିଷ୍ୟତରେ ଲାଭ ଦେବ । ଜୀବସାଥି ସହ ସୁଖଦ ସମୟ କାଟିବେ । କମ୍ପାନୀରେ ଚାକିରି କରୁଥିବା ଲୋକଙ୍କ ଲାଗି ଦିନ ଭଲ ରହିବ । ଅନ୍ୟମାନଙ୍କ ସହିତ କଥା ହେବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ସମ୍ପତ୍ତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହୋଇଯିବ । ମହିଳା ମାନେ ରକ୍ଷଣଶୀଳ ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ। ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହୋଇପାରେ। ରାଜନୀତିରେ ଲୋକ ସପଂର୍କ ବୃଦ୍ଧି ପାଇବ । ଅନ୍ୟମାନଙ୍କ ସହେଯାଗ ପାଇ ଉପକୃତ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଅନ୍ୟ କାହାର ସହଯୋଗ ନ ପାଇଲେ ମଧ୍ୟ ଯେଉଁ କାର୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ଉଚ୍ଚ ସ୍ଥାନରୁ ପଡି ଯାଇ ଗୋଡରେ ଆଘାତ ଲାଗିପାରେ । ମନକୁ ସ୍ଥିର ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ଛାତ୍ରଛାତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ। ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନୀ ହୋଇପାରେ। ରାଜନୀତିରେ ବିରେଧୀ ଦଳ ବଢିବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ। ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ଆଇନ, ଅଦାଲତ ଓ କଳା, କାରିଗରି କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ଛାତ୍ରଛାତ୍ରୀମାନେ ସୁଖ୍ୟାତି ଅର୍ଜନ କରିବା ସହିତ ସବୁ ପ୍ରକାର ସହଯୋଗ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ଆପଣଙ୍କ ଚିନ୍ତାଧାରା ଭଲ ହେଲେ ମଧ୍ୟ ପାରିପାର୍ଶ୍ୱିକ ପରିସ୍ଥିତି ଓଲଟା ରହିବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

କୁମ୍ଭ-
ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଉତ୍ତରାଧିକାରୀ ଓ ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ଉନ୍ନତ ଜ୍ଞାନ କୌଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ବିଦ୍ୟାର୍ଥୀଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ । ବାହାର ଜାଗାରେ ଆପଣଙ୍କର କୌଣସି କାମ ଅଟକି ରହିବ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Related Topics
Explore more stories