Horoscope / କେମିତି କଟିବ ଆଜି ଆପଣଙ୍କ ଦିନ ? ବ୍ୟବସାୟରେ ମିଳିବ ଉଚ୍ଚ ଫଳ
·1 hour ago·4 min read

Key Points
କାର୍ଯ୍ୟ ବ୍ୟସ୍ଥତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ ।
ମେଷ-
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ବାରମ୍ବାର ସ୍ଵାସ୍ଥ୍ୟ ଖରାପ ଦେଖାଦେଇପାରେ । ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ । ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ । ପରିବହନରେ ସ୍ଥିତି ମାନ୍ଦା ହେବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସରସ୍ଵତୀଙ୍କ ପୂଜାପାଠ କରନ୍ତୁ
ବୃଷ-
ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ଦକ୍ଷତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢିରେ ପ୍ରସନ୍ନ ରହିବେ । ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ମହିଳା ମାନେ ଅର୍ଥ ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ । ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ । ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ରକ୍ଷା କରିବେ । ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଆପଣଙ୍କୁ ଉପହାର ଦେବେ । ମହିଳା ମାନେ ଧୈର୍ଯ୍ୟ ଧରି କାମ କଲେ କାର୍ଯ୍ୟରେ ବିଜୟ ଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ସାଉଣ୍ଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ । ଅଫିସ୍ରେ ଆପଣଙ୍କୁ ସାବଧାନ ରହିବାକୁ ପଡ଼ିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ
ସିଂହ-
ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଉତ୍ତରଦାୟୀ ହେବାକୁ ପଡ଼ିପାରେ । କାର୍ଯ୍ୟ ବ୍ୟସ୍ଥତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତ
କନ୍ୟା-
ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ପରିବାରର ବ୍ୟୟ ବୃଦ୍ଧି ଯୋଗୁଁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଲାଭ କରିବେ । ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁଁ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବା ଆଶଙ୍କା ରହିଛି । ଜମିଜମା, ମାଲି ମକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ମାନସିକ ଦ୍ଵନ୍ଦ୍ଵ ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କ’ଣ କରିବେ କିମ୍ବା କ’ଣ ନ କରିବେ ସ୍ଥିର କରିପାରିବେ ନାହିଁ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
କୌଣସି କାମ ସକାଶେ ସକାଳୁ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଲାଭ କରିବେ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ଅସାବଧାନତା ବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ଭଲ । ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ । ଯାତ୍ ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ୍ ହଜିଯିବା ସମ୍ଭାବନା ରହିଛି । ଅଟକି ରହିଥିବା କାମ ଗୁଡ଼ିକ ସୁବିଧାରେ ହୋଇଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ । ସ୍ବାସ୍ଥ୍ଯ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ବନ୍ଧୁତା ରହିଥିବା ବ୍ୟକ୍ତିମାନଙ୍କ ଦ୍ବାରା ପ୍ରତ୍ୟେକ କାମ କରାଇ ନେବେ । ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories