Horoscope / କେମିତି କଟିବ ଆଜି ? କ'ଣ କହୁଛି ଆପଣଙ୍କ ରାଶି ?
·4 days ago·3 min read

Key Points
ସାବଧାନ ରୁହନ୍ତୁ ସଡ଼କ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିପାରନ୍ତି ।
ମେଷ-
କୌଣସି ଆତ୍ମୀୟଙ୍କ ନକରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀମାନେ ପଢ଼ାରେ ପ୍ରଂଶସିତ ହେବେ । ଅଫିସ୍ କାମରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ
ବୃଷ-
ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ରାଜନୀତିରେ ନିଶ୍ଚିତତା ଅନୁଭବ କରିବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଅନ୍ୟମାନଙ୍କୁ ବୁଝାଇ କାମ ହାସଲ କରିବା ପାଇଁ ଚେଷ୍ଟା କରିବେ । ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ । ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ । ବ୍ୟାଙ୍କରୁ ଋଣ ପାଇବାର ପଥ ପରିସ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ଆପଣଙ୍କ ଉଦାର ସ୍ଵଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିବେ । ଆକସ୍ମିକ ବିପଦ ଦେଖା ଦେଇପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତ୍ତି ହସ୍ତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କମ୍ପାନୀରେ ଚାକିରି ମିଳିପାରେ । ଲେଖାପଢ଼ାରେ ଧନ ଅର୍ଜନ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭ ଫଳ ପାଇବେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଶରୀରରେ ଆଘାତ ଲାଗିପାରେ । ବ୍ୟବସାୟୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଆପଣଙ୍କୁ ଉପହାର ଦେବେ । କାହାକୁ କୌଣସି କଥା ବୁଝାଇବାରେ ଭୁଲ୍ ହୋଇପାରେ । ରାଜନେତାଙ୍କର ସମାଜରେ ଆଦର ବଢ଼ିବ । ପଢ଼ାରେ ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ
ବିଛା-
ସ୍ଵାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ପାଇବେ । ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତ୍ତି ଲାଭପ୍ରଦ ହେବ । ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲି ମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ଜୀବନ ସାଥୀଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସାଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ପ୍ରେମ ପ୍ରସଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡ଼କ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପଡ଼ିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସାବଧାନ ରୁହନ୍ତୁ, ନିଜ ଲୋକମାନେ ବିଶ୍ଵାସ ଘାତକତା କରିପାରନ୍ତି । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ହଜିଯିବାର ସମ୍ଭାବନା ରହିଛି । ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖା ଦେଇପାରେ । ଅଫିସରେ ଉଚ୍ଚ ବର୍ଗର ବ୍ୟକ୍ତିବିଶେଷଙ୍କ ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ସ୍ଵାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ହୁଅନ୍ତୁ ନାହିଁ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରୀମାନେ ପଢାରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories