Today horoscope / ଘରୁ ବାହାରିବା ପୂର୍ବରୁ ଏମାନେ ରୁହନ୍ତୁ ସତର୍କ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
·2 months ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ
ମେଷ-
ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ଆର୍ଥିକ ମାମଲାକୁ ନେଇ ସତର୍କ ରୁହନ୍ତୁ । ପରିଶ୍ରମ ବଳରେ ଆପଣଙ୍କୁ ସଫଳତା ମିଳିବ । ମଉଜ ମସ୍ତିରେ ସମୟ କଟିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ-
କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଂଗୀତ ଓ ସୃଜନଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଦୈନଦିନ କାର୍ଯ୍ୟ ସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଜୀବନ ସାଥୀଙ୍କ ସହ ଘର କିଣିବା ପାଇଁ ଯୋଜନା କରିବେ । କାହାକୁ ଅଧିକ ସମାଲୋଚନା କରନ୍ତୁ ନାହିଁ । ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ । ବାପାମାଆଙ୍କ ସହ ଧର୍ମାନୁଷ୍ଠାନକୁ ଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ନିଜ କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହୀ ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶ୍ଵରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପରିବାରରେ ସମସ୍ୟା ଭିତରେ ଗତିକରି ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବ୍ୟାବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ । ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ୍ତ ଦେଖି କିଣନ୍ତୁ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ଦେହ ଓ ମନ ଭଲ ରହିବ । କାର୍ଯ୍ୟରେ ସଫଳତା ମିଳିବାରୁ ଆପଣଙ୍କ ମନ ପ୍ରସନ୍ନ ରହିବ । ଆୟରେ ଉନ୍ନତି ଘଟିବ । ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ମଉଜ ମଜଲିସରେ ଦିନ ବିତାଇ ପାରନ୍ତି । ଧାର୍ମିକ ହେବେ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର୍ଯ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି । ହୋଟେଲବାସୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ । ପଢାପଢି ଖେଳ କୁଦରେ ପ୍ରଶଂସା ମିଳିପାରେ । ଶତୃମାନଙ୍କ କାର୍ଯ୍ୟରୁ ଲାଭ ମିଳିବ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟିହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି, ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜଭୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ । ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଶଂସା ଭାଜନ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ସମ୍ପର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ସମ୍ମାନ ହାନି ଘଟିପାରେ । ଚାକିରିରେ ସେବାକୁ ବିସ୍ତାର କରିବା ପାଇଁ ଚେଷ୍ଟା କରିବେ । ଭୂମି ଲାଭର ସୂଚନା ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର - ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Related Topics
Explore more stories