Today Horoscope / ଆଜିର ରାଶିଫଳ: ଅଟକିଥିବା କାମ ହେବ ସମ୍ପୂର୍ଣ୍ଣ, ମିତ୍ରଙ୍କ ସହ ବିବାଦର ହେବ ଅନ୍ତ
·2 hours ago·3 min read

Key Points
ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ମେଷ
ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ଭାଇ ଭଉଣୀ ମାନଙ୍କ ସହିତ ମନୋମାଳିନ୍ୟ ଦୂର ହେବ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶତୃତା କରୁଥିବା ଲୋକ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।
ଶୁଭ ରଙ୍ଗ - ଧଳା
ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ
ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି । ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍ ହେବନାହିଁ । ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ । ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ
ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ
ପାରିବାରିକ ସ୍ତରରେ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ପରିସ୍ଥିତିକୁ ଦେଖି ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ । ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଅନ୍ତରଙ୍ଗ ଆଳାପ ମନକୁ ଆମୋଦିତ କରିବ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା
ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି କରିବେ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ଜମିଜମା କ୍ଷେତ୍ରରେ ଆଶାନୂରୁପ ସଫଳତା ମିଳିବ । ମହିଳାମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।
ଶୁଭ ରଙ୍ଗ - ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା
ପରିବାରରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କଲେ ସଫଳତା ପାଇବେ । ଆର୍ଥିକ ସ୍ଥିତି ପୂର୍ବ ପରି ରହିବ । ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିବାରେ ସମର୍ଥ ହେବେ । ସାମାଜିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା
ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ । ବିଦ୍ୟାର୍ଥୀମାନେ ପାଠ ପଢାରେ ମନ ଲଗାଇ ପାରିବେ ନାହିଁ । ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରିପାରନ୍ତି ।
ଶୁଭ ରଙ୍ଗ - ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ
ଅଟକି ରହିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ । ମିତ୍ରଙ୍କ ସହ ଲାଗି ରହିଥିବା ବିବାଦ ଦୂର ହେବ । ଠିକ୍ ସମୟରେ ଭାବୁଥିବା କାମଟି ଶୀଘ୍ର ଶେଷ କରିପାରିବେ ନାହିଁ । ଲୋକମାନଙ୍କ ସହିତ ଜଗିରଖି କଥାବାର୍ତା କରିଲେ ବହୁତ ଭଲ ହେବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର
ବ୍ୟବସାୟ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷା କରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ
ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ଅନ୍ୟମନସ୍କ ହେତୁ କୌଣସି ଭୁଲ କାମ କରି ଅନୁତପ୍ତ ହେବେ । ସଭାସମିତି କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ
ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ । ଶିକ୍ଷାର୍ଥୀମାନେ ଟିକେ ଚିନ୍ତାରେ ରହିବେ । ରାଜନୀତିରେ କିଛି ସମସ୍ୟାର ସମ୍ମୁଖିନ ହୋଇ ପାରନ୍ତି । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Related Topics
Explore more stories