Zodiac Prediction / ଆଜି ଏହି ରାଶିଧାରୀ ବ୍ୟକ୍ତି ସାବଧାନ ରୁହନ୍ତୁ ନଚେତ ସଡକ ଦୁର୍ଘଟଣା ହୋଇପାରେ…
·2 hours ago·3 min read

Key Points
ମେଷ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ ।

ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତ୍ତି ହସ୍ତାନ୍ତର ହୋଇପାରେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ। ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି। ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ। ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ। ଦୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରେମ ପ୍ରସଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଡାଲି, ଚାଉଳ ଦାନ କରନ୍ତୁ
ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ। ସାମାଜିକ କାର୍ଯ୍ୟରେ ରୁଚି ବଢିବ । ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳୀଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା’ ତାରାଙ୍କର ପୂଜା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories