Today Horoscope / ଏହି ରାଶିର ବ୍ୟକ୍ତି ନିଜର ଉଦ୍ୟମରେ ସଫଳତା ପାଇବେ
·5 months ago·3 min read

Key Points
ମେଷ-
କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ ।

କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ବୃଷ -
ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ ଚେଷ୍ଟାକରୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। ଅଫିସରେ ଥିବା ସମୟରେ ଅସମର୍ଥିତ ସୂତ୍ରରୁ କୌଣସି ଶୁଭ ଖବର ଶୁଣି ଖୁସି ହେବେ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଶରୀରରେ ଆଘାତ ପାଇ ପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ନିର୍ବିଘ୍ନରେ ସମ୍ପାଦିତ ହେବ। ଅଫିସ୍ରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆପଣ ଅନ୍ୟମାନଙ୍କ ସାହାଯ୍ୟ ନେଇ ଶତ୍ରୁତା ଓ ସମସ୍ୟାର ଅବସାନ ଘଟାଇବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ
ସିଂହ-
ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାଶୋରି ଯିବେ । ମହିଳା ମାନେ ଧର୍ମପରାୟଣ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ କୌଣସି ଅଜଣା ବ୍ୟକ୍ତିଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବା ସମ୍ଭାବନା ରହିଛି। ବିବାଦୀୟ ଘଟଣାରେ ମଧ୍ୟସ୍ଥତାକରି ଅପମାନିତ ହୋଇପାରନ୍ତି।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଅତ୍ୟଧିକ ଭ୍ରମଣ ଓ କାର୍ଯ୍ୟବ୍ୟସ୍ତତା କାରଣରୁ ଦେହ ସାମାନ୍ୟ ଭଲ ଲାଗି ନ ପାରେ। ପରିସ୍ଥିତି ଦୃଷ୍ଟିରୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି କଥାବାର୍ତ୍ତା କରିବା ଭଲ। ବାକ୍ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କାମରେ ତାହା ବାଧକ ହେବ ନାହିଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି । ସାମାଜିକ କାର୍ଯ୍ୟରେ ରୁଚି ବଢିବ । ମହିଳା ମାନେ ଅନ୍ୟକୁ ସାହା କରିବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତ୍ତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାର ସୁଯୋଗ ଜୁଟିବ। ଆଇନ ଅଦାଲତ, ପ୍ରତିଯୋଗିତା, ଶିଳ୍ପ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ପାଖପଡ଼ୋଶୀ ସହାୟତା କରିବେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି। ସଞ୍ଚିତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ବନ୍ଧୁମାନେ ଈର୍ଷାପରାୟଣ ହୋଇ ଭାବପ୍ରବଣବଶତଃ ଓଲଟା କଥା କହିବା କାରଣରୁ ଅପଦସ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବା କାରଣରୁ କେତେକ କାମ ଅଟକି ରହିଯିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ସମସ୍ୟା ସମାଧାନ କରିବାରେ ସଫଳତା ମିଳିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories