Horoscope Today / ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତି କର୍ମରେ ସଫଳତା ଓ ସମ୍ମାନ ମିଳିବ
·4 months ago·4 min read

Key Points
ବୃଷ-
ଜୀବନସାଥୀ ଅତି ଉତ୍ତମ ହୋଇଥିବାରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ବ୍ୟବସାୟରେ ଆୟର ସ୍ରୋତ ଖୋଲିଯାଇପାରେ।

ମେଷ-
ବିଭିନ୍ନ ପୁରୁଣା ସମସ୍ୟା ସମାଧାନ ନ ହେବା ଦୁଶ୍ଚିନ୍ତାର କାରଣ ହେବ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ଭଲସମ୍ପର୍କ ବାଧାପ୍ରାପ୍ତ ହେବ। ଆଲୋଚନା କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କୁଟୀରଶିଳ୍ପ,କଳା ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ପ୍ରଶଂସିତ ହୋଇପାରନ୍ତି।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ଜୀବନସାଥୀ ଅତି ଉତ୍ତମ ହୋଇଥିବାରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ବ୍ୟବସାୟରେ ଆୟର ସ୍ରୋତ ଖୋଲିଯାଇପାରେ। ଶିକ୍ଷାର୍ଥୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ କରିପାରନ୍ତି । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଜମିକୁ ନେଇ ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ, କିନ୍ତୁ ବିଶେଷ ଗୁରୁତର ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସମ୍ପୂର୍ଣ୍ଣ ଭାବରେ ଶାନ୍ତିର ବାତାବରଣ ଆସି ନ ପାରେ। ଶିକ୍ଷାରେ ଆଦୌ ମନ ଲାଗି ନ ପାରେ । କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଗୋଡରେ କିଛି ସମସ୍ୟା ଦେଖାଦେଇପାରେ । ବନ୍ଧୁମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷ ପୂରଣ କରିପାରନ୍ତି । ସଭା ସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରି ସଫଳତା ପାଇପାରିବେ। ବନ୍ଧୁଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ମନୋବଳ କ୍ରମଶଃ ବୃଦ୍ଧିପାଇବ। ବିଭିନ୍ନ ପ୍ରକାର ସମସ୍ୟା ବୃଦ୍ଧି କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ବ୍ୟବସାୟ କ୍ଷେତ୍ରରେ ନୂତନ ସୁଯୋଗ ମିଳିବାର ଆଶା ରହିଛି । ଅପ୍ରତ୍ୟାଶିତ ସମ୍ପତ୍ତି ମିଳିବାର ସୂଚନା ରହିଛି । ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୌଭାଗ୍ୟ ଲାଭ କରିପାରନ୍ତି। ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ସ୍ବାସ୍ଥ୍ୟ ସମସ୍ୟା ବହୁଳାଂଶରେ ସୁଧୁରିଯିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ପ୍ରଶାସନ, ପ୍ରକାଶନ, ଚୁକ୍ତିପତ୍ର, ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟିର ଆଶଙ୍କା ରହିଛି। ଅନ୍ୟମନସ୍କତା କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ହୋଇପାରେ। ପରିବାରରେ ସହନଶୀଳତାର ଅଭାବ ଓ ସ୍ବେଚ୍ଛାଚାରିତା ମନୋଭାବ ଅଶାନ୍ତିର କାରଣ ହେବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ। ରାଜନୀତିରେ ନିଜକୁ ଦୃଢ ରଖିବେ। ଛାତ୍ରଛାତ୍ରୀ ମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ। କୌଣସି ବିଶେଷ ଖବର ମିଳିବାର ଯୋଗ ରହିଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ । କାହାର ପ୍ରରୋଚନାରେ ପଡନ୍ତୁ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମାନସିକ ଶାନ୍ତି ଫେରିପାଇବେ। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବା ସୂଚନା ରହିଛି। ଅର୍ଥସଙ୍କଟ କାରଣରୁ ଆଶା ଓ ଅଭିଳାଷ କେତେକାଂଶରେ ଅପୂରଣ ରହିଯାଇପାରେ। କର୍ମକ୍ଷେତ୍ର, ମାଲି ମକଦ୍ଦମା, ଲେଖାପଢ଼ା, ଜମିଜମା କାରବାର ପାଇଁ ଭଲ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ପାରିବାରିକ ଜୀବନ ଶାନ୍ତିମୟ ରହିବ । ଦେହ ଖରାପରୁ ଉପଶମ ମିଳିବ । ରାଜନୀତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନୋନିବେଶ କରିବେ। ବାହନ କିଣିବା ଲାଗି ଆଗ୍ରହ ବଢିବ। ଚାକିରିରେ ପଦୋନ୍ନତି ମିଳିପାରେ। କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା କିଛି ଖାଇବାକୁ ଦିଅନ୍ତୁ
କୁମ୍ଭ-
ସ୍ବାସ୍ଥ୍ୟ ସମସ୍ୟା ସହ କର୍ମକ୍ଷେତ୍ରର ଅବ୍ୟବସ୍ଥା ଚିନ୍ତାଶୀଳତାକୁ ବୃଦ୍ଧିକରିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗହେବା କଷ୍ଟକର ହୋଇପାରେ। ସାମାଜିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରିବାରେ ପଛେଇ ଯାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ସକାଶେ କୌଣସି ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ଦେଖନ୍ତୁ ସମ୍ପୂର୍ଣ ଖବର: କେମିତି କଟିବ ଆଜି ଆପଣଙ୍କ ଦିନ ? ଜାଣି ନିଅନ୍ତୁ କ'ଣ କହୁଛି ଆପଣଙ୍କ ରାଶି ?
ମୀନ-
କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ। ଶାରିରୀକ ପୀଡା ଭୋଗ କରି ପାରନ୍ତି। ଘର ସଜାଇବାରେ ଧ୍ୟାନ ଦେବେ। ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ। କ୍ୟାରିୟରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ବିଷ୍ଣୁ ସହସ୍ରନାମା ସ୍ତୋତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories