Today Horoscope / ଆଜିର ରାଶିଫଳ: କେଉଁ ରାଶିରେ ରହିଛି ଲାଭ, କାହାର ସତର୍କତା ଆବଶ୍ୟକ?
·1 hour ago·3 min read

Key Points
ମେଷ-
ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ଲେଖକଙ୍କ ଲାଗି ଭଲ ଦିନଟିଏ ।

ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ଲେଖକଙ୍କ ଲାଗି ଭଲ ଦିନଟିଏ । କାରବାରରେ ଲାଗିରହିଥିବା ସମସ୍ୟାର ନିବାରଣ ହେବ। ଯୋଗ୍ୟ ସନ୍ତାନର ବିବାହ ବିଷୟରେ ଆଲୋଚନା ହୋଇପାରେ। ମହିଳା ମାନେ କଠିନ ପରିଶ୍ରମ କରିବେ। ବ୍ୟବସାୟରେ ଆଶାଜନକ ଫଳ ମିଳିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭ କରିବାର ସୌଭାଗ୍ୟ ପ୍ରାପ୍ତ ହେବେ। କାର୍ଯ୍ୟବ୍ୟସ୍ତତା କାରଣରୁ କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ରହିପାରିବେ ନାହିଁ। ବନ୍ଧୁଙ୍କ ପ୍ରାୟୋଜିତ ଗୁଜବ ମନକୁ ଚହଲାଇ ଦେଇପାରେ। ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ମିଥୁନ-
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ଗୃହସୀମାକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ଆତ୍ମସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ଖାଇବାକୁ ଦିଅନ୍ତୁ
କର୍କଟ-
ସାମୟିକ ସମସ୍ୟା ଆସିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇ କାମ ହାସଲ କରିବେ। ପାଖ ପଡ଼ୋଶୀମାନଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହୀ ହେବେ। ଅଫିସିଆଲି କାମ ସକାଶେ ଅପରାହ୍ନରେ ଟେନ୍ସନ ବଢ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୁବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଜୀବନ ସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇ ଦେବ। ରାଜନୈତିକ କ୍ଷେତ୍ରରେ ବାଦ ବିବାଦ ଠାରୁ ଦୂରେଇ ରହିବା ଉଚିତ୍ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସମ୍ପର୍କୀୟଙ୍କୁ ସାହାଯ୍ୟ ସହ ଭଲ ପାଇବାକୁ କେନ୍ଦ୍ର କରି ପାରିବାରିକ ସମସ୍ୟା ଦେଖାଦେବ। ଅଫିସିଆଲି ଟେନସନ ଲାଗି ରହିବାରୁ ରକ୍ତଚାପ ବଢ଼ିପାରେ। ଧାର କରଜ କରି କାମ ତୁଲାଇ ନେବେ କିନ୍ତୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ନିଜର ଦାୟିତ୍ୱହୀନ କାରଣରୁ ଅପମାନିତ କିମ୍ବା ମନସ୍ତାପ କରିବାକୁ ପଡ଼ିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଦାମ୍ପତ୍ୟ ସମ୍ପର୍କରେ ପରସ୍ପର ପ୍ରତି ସମର୍ପିତ ହୋଇ ଶାନ୍ତି ପାଇବେ। ଆପଣଙ୍କ ବିଚାର ସକାରାତ୍ମକ ରହିବ। ଯାହାବି କାମ କରିବେ ସଫଳତା ପାଇବେ। ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି। ପିଲାମାନେ ପିତା ମାତାଙ୍କ ମୁଣ୍ଡ ଉପରକୁ ହେଲାଭଳି କାମ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ
ବିଛା-
କର୍ମକ୍ଷେତ୍ର ଓ ପାରିବାରିକ ଜୀବନରୁ ପ୍ରତିବନ୍ଧକ କ୍ରମଶଃ ଦୂରେଇ ଯିବ। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ବନ୍ଧୁମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟରୁ ସଂଗୃହୀତ ଅର୍ଥ ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ବ୍ୟୟିତ ହୋଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ବ୍ୟବସାୟରେ ଆଶାଠୁ ଅଧିକ ଲାଭ ପାଇବେ। ଅଫିସ୍ କାମ ଅତିଶୀଘ୍ର ସମ୍ପୂର୍ଣ୍ଣ କରିବେ। ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ମକର-
ଆପଣଙ୍କର ରୁକ୍ଷ ବାକ୍ୟାଳାପ ବନ୍ଧୁଙ୍କୁ ଆପଣେଇ ନେବାରେ ପ୍ରତିବନ୍ଧକ ସାଜିପାରେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାରେ ଜଣେ ହିତାକାଂକ୍ଷୀ ସାହାଯ୍ୟ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ପରିବାରରେ ସମସ୍ତେ ହସ ଖୁସିରେ ଦିନ କାଟିବେ। ଶିକ୍ଷା କ୍ଷେତ୍ରରେ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମୀନ-
ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ । ଅଫିସିଆଲି ଟେନସନ୍ କିଛି ମାତ୍ରାରେ ଲାଗିରହିବ । ଆମଦାନୀ କାରବାର, ବ୍ୟବସାୟିକ କାରବାରରେ ଉନ୍ନତି ହେବ। ରାଜନୈତିକ ସ୍ଥିତି କିମ୍ବା ଆଇନ, ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories