Today Horoscope / ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କ କର୍ମରେ ଟିକେ ବାଧା ଘଟିପାରେ
·1 hour ago·3 min read

Key Points
ମେଷ-
ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି
ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ

ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ବୃଷ-
ଆଜି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହି କାମ କରିବା ଭଲ। ସାହାଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ବିବାଦୀୟ ପରିସ୍ଥିତିରେ ବନ୍ଧୁଙ୍କ ସହାୟତାରେ ଆଇନ ସହାୟତା ପାଇପାରିବେ। ପାରସ୍ପରିକ ଉତ୍ତମ ବୁଝାମଣାଜନିତ ପାରିବାରିକ ପରିସ୍ଥିତି ଭଲ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ
ମିଥୁନ-
ବ୍ୟବସାୟରେ ସୌଜନ୍ୟ ହାନି ଘଟିବ। ଦଳୀୟ ନେତାଙ୍କ ସହିତ କୌଣସି କଥା ଆଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପରିବାରରେ କେତେକ ସାମାନ୍ୟ ଭୁଲ୍ରୁ କାମ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ ବିବାଦୀୟ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରି ଅଶାନ୍ତ ରହିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟ ହେବେ। ପ୍ରତ୍ୟେକ ସମ୍ବେଦନଶୀଳ କଥାରେ ଭାବପ୍ରବଣତା ପରିହାର ନ କଲେ ସମସ୍ୟା ଭିତରକୁ ଟାଣିହୋଇଯିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସାଧାରଣ କଥାକୁ କେନ୍ଦ୍ରକରି ସହକର୍ମୀଙ୍କ ସହ ତିକ୍ତତା ଯୋଗୁ ମନ ଭଲ ରହିବନାହିଁ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ଆପଣଙ୍କ କାର୍ଯ୍ୟଶୈଳୀରେ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ପରିବାରରେ ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବାରୁ ସାମୟିକ ମନସ୍ତାପ କରିପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ରେ ଭାଗୀ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସହକର୍ମୀମାନେ କର୍ମ କ୍ଷେତ୍ରରେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ଜୀବନରେ ଟେନ୍ସନ କିଛି ମାତ୍ରାରେ କମିଯାଇପାରେ। ପ୍ରତ୍ୟେକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସାମାଜିକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ଲାଭ କରି କାମ ହାସଲ କରିପାରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
ଭାତୃ ସଂପର୍କରେ ଉନ୍ନତି ଘଟିବ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ
ମକର-
ଏକାଧିକ କାମରେ ଅନୁପ୍ରବେଶ କରିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ତଥାପି ଆପଣ ମିଠା ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ କାମ ହାସଲରେ ସମର୍ଥ ହେବେ। ବ୍ୟବସାୟ,ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପ, ସାହିତ୍ୟ, ସାମ୍ବାଦିକତାରୁ ଖୁସି ରହିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ନିଜ ପରିସରରେ ସ୍ନେହ, ଶ୍ରଦ୍ଧା, ଆଦର ଗୌରବାଦି ଲାଭକରି ଖୁସି ଅନୁଭବ କରିପାରନ୍ତି। କୌତୂହଳ ପ୍ରକାଶକରି ସହକର୍ମୀ କିମ୍ବା ପଡ଼ୋଶୀ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories