Career Growth / ଆଜି ଏହି ରାଶିଙ୍କ ଚମକିବ ଭାଗ୍ୟ, ନିଯୁକ୍ତିରେ ମିଳିବ ବଡ଼ ସଫଳତା
·1 hour ago·4 min read

Key Points
ମେଷ-
ଶାରୀରିକ ଚିନ୍ତା ଦୂର ହେବ । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ। ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରୀକୃତ ହୋଇଯିବ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ଆଜିର କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ସାଉଣ୍ଟିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ବ୍ୟବସାୟରେ ଆଂଶିକ ସଫଳତା ପାଇବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ। ଶତ୍ରୁଙ୍କର ଷଡଯନ୍ତ୍ରର ଶିକାର ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଅସଂଯମତା କାରଣରୁ ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତ॥
ମୀନ-
କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସାମାନ୍ୟ ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ।

Related Topics
Explore more stories