Today Horoscope / ଏହି ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବ ବଡ଼ ପରିବର୍ତ୍ତନ, ଭଲ କାମରେ ମିଳିବ ପ୍ରଶଂସା
·1 hour ago·4 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ
ଆଜି ଦୂରଯାତ୍ରା ସାଙ୍ଗକୁ ଆନୁଷ୍ଠାନିକ କିମ୍ବା ଧାର୍ମିକ କାର୍ଯ୍ୟରେ ଦାନ, ଧର୍ମ ସକାଶେ ଅନୁପ୍ରେରିତ କରାଇପାରନ୍ତି । ବନ୍ଧୁଙ୍କ ସହ ମିଳିମିଶି କାମ କରିବାକୁ ବାଧ୍ୟ ହେବେ । ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ପକେଟ ପୂରିବ ନାହିଁ । ବ୍ୟବସାୟୀମାନେ ପ୍ରାଧାନ୍ୟ ବିସ୍ତାର କରି ବନ୍ଧୁଙ୍କ ସମସ୍ୟାକୁ ସୁଧାରି ନେବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ
ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ
ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ଭଲରେ ଅତିବାହିତ ହେବ । ଆର୍ଥିକ ଉନ୍ନତି, ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟି ଓ ସାମାଜିକ ସମ୍ମାନ ପାଇ ଖୁସି ରହିବେ । ଯାହା କିଛି ସାଧାରଣ ସମସ୍ୟା ରହିଛି ତାହା ହିଁ ଆଜି ଦିନର ମୁଖ୍ୟ ଚିନ୍ତାର କାରଣ ହୋଇପାରେ । ପରିବାରରେ ପିତୃ ଅର୍ଜିତ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ସୂଚନା ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ
ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାକୁ ନେଇ ମାନସିକ ଆଶ୍ୱସ୍ତି ଲାଭ କରିବେ । ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ । ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ
ଗୋଟିଏ ସମସ୍ୟାର ସମାଧାନ ନ ହେଉଣୁ ଅନ୍ୟ ଏକ ସମସ୍ୟାକୁ ସାମ୍ନା କରିବାକୁ ପଡିପାରେ । ବ୍ୟବସାୟିକ କାରବାର, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ଆଇନ, ନିର୍ମାଣ ପାଇଁ ଦିନଟି ଭଲ । ପଡୋଶୀଙ୍କ ପକ୍ଷ ସମର୍ଥନ କାରଣରୁ ବିବାଦୀୟ ପରିସ୍ଥିତିରେ ପାଟି ଖୋଲିବାର ସାହସ ପାଇବେ । ଆଧ୍ୟାତ୍ମିକତା ଭାବଧାରାରେ ଉଦ୍ବୁଦ୍ଧ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା
କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ଜମି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା
ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ । ଲୋକେ ଆପଣଙ୍କ ବ୍ୟକ୍ତିତ୍ବକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା
ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ । ସାମାଜିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଲେ ଉପକୃତ ହେବେ । ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତାକରି ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ
ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର
କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି । ଉଦାରତା ଓ ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ । ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
କୁମ୍ଭ
ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ମହିଳାମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ
ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍ସିରେ ଉନ୍ନତି କରିବେ । ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମ କରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ, ବୁଟ, ପାଚିଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories