Horoscope Today / ଆଜି ଯେ କୌଣସି କର୍ମ କରିବେ ଏହି ରାଶିଧାରୀ ବ୍ୟକ୍ତି ସଫଳତା ପାଇବେ
·1 hour ago·3 min read

Key Points
ମେଷ-
ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍କ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ ।

ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍କ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
କୋର୍ଟରେ ଶୁଭ ଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ
ବୃଷ-
ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରନ୍ତୁ । ସାଧାରଣ କଥାକୁ ନେଇ ସହକର୍ମୀଙ୍କ ସହ କଳହ ହୋଇପାରେ । ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ସମ୍ପତ୍ତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଜୀବନସାଥୀଙ୍କ ସହଯୋଗ ରେ ଆଗକୁ ବଢିବାର ସୁଯୋଗ ପାଇବେ । ନୂଆ ବ୍ୟବସାୟ କରିବା ପାଇଁ ଚିନ୍ତା କରିପାରନ୍ତି । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ସିଂହ-
ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦୋନ୍ନତି ହେବ। ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତ୍ତି ଓ ମାନ୍ୟତା ଅର୍ଜ୍ଜନ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡ଼ା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା-
ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ। ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ
ମକର-
ଜୀବନସାଥୀ କୌଣସି କାରଣରୁ ଆପଣଙ୍କର ପ୍ରଂଶସା କରିବେ । ଭାବିଥିବା କାମ ନିଜ ଦକ୍ଷତା ବଳରେ ପୁରା କରିବେ । ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
କୁମ୍ଭ-
ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ। ଅଫିସ୍ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ମୀନ-
ପାରିବାରିକ ସମସ୍ୟା ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ବ୍ୟବସାୟରେ ସମସ୍ୟା ବଢି ବଡ ଆକାର ଧାରଣ କରିବ । କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଯଥା ବିବାଦରେ ପାଦ ଦିଅନ୍ତୁ ନାହିଁ ଅସୁବିଧାରେ ପଡିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories