Today Horoscope / ଆଜି ଏହି ରାଶିଧାରୀ ବ୍ୟକ୍ତିଙ୍କ ସମ୍ପର୍କରେ ମଧୁରତା ଆସିବ
·5 months ago·3 min read

Key Points
ମେଷ-
ପ୍ରେମ ସମ୍ପର୍କରେ ମଧୁରତା ଆସିବ
ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ

ପ୍ରେମ ସମ୍ପର୍କରେ ମଧୁରତା ଆସିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ବହୁଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଅର୍ଥଲାଭ, ବନ୍ଧୁମିଳନ, ନୂତନ ସ୍ଥାନ ଭ୍ରମଣ ସୁଯୋଗ ପାଇବେ। ପ୍ରଶାସନିକ କ୍ଷେତ୍ରରେ ଅପ୍ରିୟ ସତ୍ୟ କହିବାରୁ ସମସ୍ୟା ଉପୁଜିପାରେ। ପୁରାତନ ରୋଗପୀଡ଼ା କାରଣରୁ ମାନସିକ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କଟକଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ-
ପରିସ୍ଥିତି ପ୍ରତି ନଜର ଦେଲେ କୌଣସି କାମ ଅଟକିବ ନାହିଁ। ପୁରୁଣା ଜିନିଷ ବିକ୍ରୟ କରି ନୂତନ ଜିନିଷ କ୍ରୟ ସକାଶେ ମନ ବଳିବ। ପରିବାର ମଧ୍ୟରେ ଛୋଟ କଥାକୁ ଧରିବସନ୍ତୁ ନାହିଁ ନତୁବା ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଅଦଳବଦଳ ହୋଇଯିବାର ବହୁତ ସମ୍ଭାବନା ରହିଛି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା’ ଭୁବନେଶ୍ବରୀଙ୍କର ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପତିପତ୍ନୀଙ୍କ ମଧ୍ୟରେ ଭଲ ସମ୍ପର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଉପସ୍ଥିତବୁଦ୍ଧି ଅନ୍ୟମାନଙ୍କୁ ଆପଣାର କରିବାରେ ସହାୟକ ହେବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତି ନେବା ଭଲ। କୌଣସି ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟୋକୁ ପୂଜା କରନ୍ତୁ
ବିଛା-
ପ୍ରତିକୂଳ ପରିସ୍ଥିତି ସହ ଲଢ଼େଇ କରି କାର୍ଯ୍ୟ ହାସଲରେ ସମର୍ଥ ହେବେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ନ ହେବାରୁ ପାରିବାରିକ ସମ୍ପର୍କ ହାନି ଘଟିବ। ଆନୁଷ୍ଠାନିକ କିମ୍ବା ସାମାଜିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶୀ ସଫଳତା ପାଇବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳାମୂଖୀଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା ମାନେ ବାହାରକୁ ବୁଲିବ। ପାଇଁ ଯିବେ । ଚାକିରିକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ ପାଇବା ଦ୍ୱାରା କର୍ମକ୍ଷେତ୍ରର ସମସ୍ୟା ସମାଧାନରେ ସଫଳ ହେବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ। ସଭାସମିତିରେ କିମ୍ବା ଆଲୋଚନା କ୍ଷେତ୍ରରେ ସତକଥା କହି ବିବାଦୀୟ ହୋଇପାରନ୍ତି। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା, ସଙ୍ଗୀତ ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ
ପାରିବାରିକ ଜୀବନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବା ସହ ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ହୋଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

Related Topics
Explore more stories