Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ, ଏହି ଦୁଇ ରାଶି ରୁହନ୍ତୁ ସତର୍କ

Banajyotshna Ray
Browse all articles by Banajyotshna Ray
·10 months ago·4 min read
ଆଜିର ରାଶିଫଳ, ଏହି ଦୁଇ ରାଶି ରୁହନ୍ତୁ ସତର୍କ

Key Points

ଜାଣନ୍ତୁ ଆଜିର ରାଶିଫଳ ଖବର

ବାହାରକୁ ଯିବାବେଳେ ରୁହନ୍ତୁ ସତର୍କ

ମେଷ-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ । ଭୂମି କ୍ରୟ କରିବାର ସୁଯୋଗ ଅଛି । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ। ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି କ୍ଷ ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହୋଇପାରେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ । କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ସାସୃତିକ ପରିବେଶରେ ଯୋଗ ଦାନ କରିବେ । ନୂଆ ସମ୍ପତି କ୍ରୟ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ । କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ନୂତନ ଯୋନଜାକୁ କ।ର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
କୈାଣସି କଥାକୁ ନେଇ ମନ ଭଲ ରହିବ ନାହିଁ । ବାରମ୍ବାର କାମରେ ପରିବର୍ତନ ମନରେ ଚିନ୍ତା ସୃଷ୍ଟି କରିବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ରାଜନିତିରେ ଭଲ କାମ କରି ଲୋକଙ୍କ ପ୍ରିୟ ରହିବେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ତୁଳା-
ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା-
ପାରିବାରିକ ସହମତିରେ କାର‌୍ୟ୍ୟ ସିଦ୍ଧି ଘଟିପାରେ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଧନୁ-
ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ସ୍ୱାସ୍ଥ୍ୟ ଦୃଷ୍ଟିରୁ ସବୁ ଭଲ ରହିବ । ଚାକିରିରେ ସହକର୍ମୀ ମାନେ ସହଯୋଗ କରିବେ । କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନରେ ଧାର୍ମିକ ଭାବନା ଉଦେୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସଂମ୍ଭାବନା ଅଧିକ ରହିଛି । ସାସ୍କୃତିକ ପରିବେଶରେ ଯୋଗଦାନ କରିବେ । ମହିଳା ମାନେ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ମାନେ ବିଦ୍ୟାନୁରାଗି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ମୀନ-
ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today's horoscope, be careful with these two zodiac signs || Argus News | Argus News