Today Horoscope / ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତଙ୍କ ଆର୍ଥିକ ପରିସ୍ଥିତି ଖରାପ ହୋଇପାରେ
·8 months ago·4 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ
ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୌଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଶୁଭ ରଙ୍ଗ - ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବୃଷ
ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗୀ ଗଢିବା ପାଇଁ ଭାବିବେ । ଜମି-ବାଡିକୁ ନେଇ ଝମେଲା ଦେଖାଦେବ । ଆର୍ଥିକ ପରିସ୍ଥିତି ଖରାପ ହେବ । କାମଧନ୍ଦାରେ ଉନ୍ନତି ହେବ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କ ମନ୍ତ୍ର ଜପ କରନ୍ତୁ
ମିଥୁନ
ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ ।
ଶୁଭ ରଙ୍ଗ - ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
କର୍କଟ
ସୁସ୍ଥ ଅନୁଭବ କରିବେ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ
ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । କୌଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କନ୍ୟା
ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ଦେହ, ମନକୁ ଭଲ ରଖିବା ପାଇଁ ଚେଷ୍ଟା କରିବେ । ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାଯ୍ୟ ପାଇବେ । ଭାଗ୍ୟବାଦୀ ନ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ଚେଷ୍ଟା କରିବେ । ଆଜି ରହିଯାଇଥିବା କାମକୁ ଶେଷ କରିବାକୁ ଚିନ୍ତା କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ଛୋଟପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
ତୁଳା
ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ବିଛା
ଆପଣଙ୍କର ଆତ୍ମବିଶ୍ୱାସ ସ୍ଥର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – କୌଣସି ଲାଲ୍ ରଙ୍ଗର ଗାଇକୁ ଛୁଇଁ ପ୍ରଣାମ କରନ୍ତୁ
ଧନୁ
ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମକର
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶି ଗୁଣ୍ଡ ପିମ୍ପୁଡି ଗାତ ନିକଟରେ ପକାନ୍ତୁ
କୁମ୍ଭ
କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନୀତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତ୍ରୁଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ମୀନ
ପରିବାରରେ ଶାନ୍ତିର ବାତାବରଣ ଦେଖାଦେବ । କାର୍ଯ୍ୟ କ୍ଷେତ୍ରରେ ଖୁବ ଶୀଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର –ବ୍ରାହ୍ନଣଙ୍କର ସେବା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories