Today Horoscope / ଆଜିର ରାଶିଫଳ: ବାହାରକୁ ଯିବା ସମୟରେ ସତର୍କ ରୁହ ଏହି ରାଶିଦ୍ୱୟ
·1 hour ago·3 min read

Key Points
ସତର୍କ ରୁହନ୍ତୁ ଏହି ରାଶି
ଜାଣନ୍ତୁ ଆଜିର ଦିନ ଆପଣଙ୍କର କେମିତି କଟିବ
ଜାଣନ୍ତୁ ଆଜିର ଦିନ ଆପଣଙ୍କର କେମିତି କଟିବ
ମେଷ:
ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଆର୍ଥିକ ମାମଲାକୁ ନେଇ ସତର୍କ ରୁହନ୍ତୁ । ପରିଶ୍ରମ ବଳରେ ଆପଣଙ୍କୁ ସଫଳତା ମିଳିବ । ମଉଜ ମସ୍ତିରେ ସମୟ କଟିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ:
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ମିଥୁନ:
ଦୈନଦିନ କାର୍ଯ୍ୟ ସୂଚୀରେ ପରିବର୍ତନ କରିବାକୁ ଚେଷ୍ଟା କରିବେ । ଜୀବନ ସାଥୀଙ୍କ ସହ ଘରକିଣିବା ପାଇଁ ଯୋଜନା କରିବେ । କାହାରୀକୁ ଅଧିକ ସମାଲୋଚନା କରନ୍ତୁ ନାହିଁ । ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ । ବାପାମାଆଙ୍କ ସହ ଧର୍ମାନୁଷ୍ଠାନକୁ ଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପରିବାରରେ ସମସ୍ୟା ଭିତରେ ଗତିକରି ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟାବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଦେହ ଓ ମନ ଭଲ ରହିବ । କାର୍ଯ୍ୟରେ ସଫଳତା ମିଳିବାରୁ ଆପଣଙ୍କ ମନ ପ୍ରଶଂନ୍ନ ରହିବ । ଆୟରେ ଉନ୍ନତି ଘଟିବ । ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ମଉଜ ମଜଲିସରେ ଦିନ ବିତାଇ ପାରନ୍ତି। ଧାର୍ମିକ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର୍ୟ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ
ଧନୁ-
ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି । ହୋଟେଲ୍ ବାସୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ପଢାପଢି ଖେଳ କୁଦରେ ପ୍ରଶଂସା ମିଳିପାରେ । ଶତୃମାନଙ୍କ କାଯ୍ରରୁ ଲାଭ ମିଳିବ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟିହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରିବାରରେ କୈାଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ ।ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ସମ୍ମାନ ହାନି ଘଟିପାରେ । ଚାକିରିରେ ସେବାକୁ ବିସ୍ତାର କରିବା ପାଇଁ ଚେଷ୍ଟା କରିବେ । ଭୂମି ଲାଭର ସୂଚନା ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Related Topics
Explore more stories