Today Horoscope / ଏହି ରାଶିର ବ୍ୟକ୍ତିଙ୍କ ଦୁର୍ଘଟଣାର ସମ୍ଭାବନା ଅଛି...ସତର୍କ ରୁହନ୍ତୁ
·7 months ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ
ପରିବାର ଉପରେ ସ୍ନେହ ସଦିଚ୍ଛା ରହିବ । ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତ୍ରୁମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା-୯
ପ୍ରତିକାର- ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ
ବୃଷ
କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର- ମା' କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ
ଜୀବନ ସାଥୀ କୌଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ । ସମାଜ ସେବାରେ ନିୟୋଜିତ ହୋଇପାରନ୍ତି । ମହିଳାମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ
ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ
ସ୍ୱାସ୍ଥ୍ୟରେ ସାମାନ୍ୟ ପରିବର୍ତ୍ତନ ହେବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ପାଇପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ - ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ
କନ୍ୟା
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀମାନେ ଇର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର-ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା
ପାରିବାରିକ ସହମତିରେ କାର୍ଯ୍ୟ ସିଦ୍ଧି ଘଟିପାରେ । ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତ୍ତିରେ ସଫଳତା ହାସଲ କରିବେ । ସାହାର୍ଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର -ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ବିଛା
ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ପେସାଦାର ବ୍ୟବସାୟୀମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ
ପ୍ରେମିକ ପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର -ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର
ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ । ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର -ହନୁମାନ ଚଲିସା ପାଠ କରନ୍ତୁ
ମୀନ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା କାରଣରୁ ଟେନସନ୍ କମିଯିବ । ମନର ଅସ୍ଥିରତା ହେତୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ପରିବାରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାମରେ ସାମାନ୍ୟ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳୀ ଗଛକୁ ଜଳ ପ୍ରଦାନ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories