Today Horoscope / ଆଜିର ରାଶିଫଳ: ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି ଏହି ରାଶିର ବ୍ୟକ୍ତି
·8 months ago·6 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ
ଅଶ୍ୱନୀ – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।
ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ
କୃତିକା – ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟର ଉତ୍ସ ବୃଦ୍ଧି ପାଇବା ଫଳରେ, ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ
କୃତିକା- ନିଜର ସ୍ୱାସ୍ଥ୍ୟର ଚିକିତ୍ସା କରିବା ନିହାତି ଆବଶ୍ୟକ । କାର୍ଯ୍ୟସ୍ଥଳରେ ଆପଣଙ୍କ କାମର ଆଜି ପ୍ରଶଂସା କରାଯିବ । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ରହିବେ, ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ ।
ରୋହିଣୀ- ବିଦ୍ୟାର୍ଥୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ଛୋଟ ଛୋଟ ସମସ୍ୟାର ଅଣଦେଖା ନ କରିଲେ ଭଲ ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।
ମୃଗଶିରା- ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପ୍ରତ୍ୟେକ କ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ
ମୃଗଶିରା - ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାରଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଆଦ୍ରା - ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ- ବୈବାହିକ ଜୀବନ ଆନନ୍ଦ ଦାୟକ ରହିବ । ଆପଣଙ୍କ କଳା ଓ ରଚନାରେ ଥିବା କ୍ଷମତାକୁ ପ୍ରଶଂସା ମିଳିବ । ବ୍ୟବସାୟୀ ମାନଙ୍କୁ ଅଚାନକ ଯାତ୍ରା କରିବା ସଂଗେ ସଂଗେ ଲାଭ ମିଳିବ ।
ପୁଷ୍ୟା- ପ୍ରେମ ସମ୍ବନ୍ଧରେ ନିଜର ସ୍ୱତନ୍ତ୍ର ବିବେକର ବ୍ୟବହାର କରନ୍ତୁ । ଘରକୁ ଅତିଥି ଆସିବା କାରଣରୁ ଦିନ ଆନନ୍ଦରେ କଟିବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।
ଅଶ୍ଲେଷା- ଯଦି ଆପଣଙ୍କୁ ଲାଗୁଚି କି ଆପଣ ଅନ୍ୟଙ୍କ ସାହାଯ୍ୟ ବିନା ହିଁ ମହତ୍ଵପୁର୍ଣ କାମ କରି ପାରିବେ, ତାହେଲେ ଆପଣଙ୍କ ଭାବନା ବହୁତ ଭୁଲ ଅଛି । ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ
ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।
ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା
ଉ,ଫଳଗୁନି- ଆପଣ ନିଜ ପାଇଁ ଯଥେଷ୍ଟ ସମୟ ବାହାର କରିବେ । କୌଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ବ୍ୟସ୍ତ ଥିବା ସତ୍ୱେ ଆଜି ଦିନଟା ଭଲ ରହିବ ।
ହସ୍ତା- ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।
ଚିତ୍ରା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ।
ଶୁଭ ରଙ୍ଗ - ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା
ଚିତ୍ରା – ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ବିଦେଶରେ ଥିବା ସଂପର୍କୀୟଙ୍କ ସହିତ କଥା ହେବା ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ବେ ଲାଭ ଆଦି ଫଳ ଭୋଗ କରିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।
ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ବିଶାଖା – ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ବିଛା
ବିଶାଖା- ବ୍ୟବସାୟୀମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । ପରିବାର ଓ ମିତ୍ରଙ୍କ ସହ ସମୟ ବିତାଇବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଅନୁରାଧା- ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ ।
ଜ୍ୟେଷ୍ଠା- କର୍ମ କ୍ଷେତ୍ରରେ ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ବାଦ ବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ - ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ
ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାରଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ ।
ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ ।
ଉ , ଷାଢା – ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲି ମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର
ଉ,ଷାଢା- ପ୍ରେମୀଯୁଗଳଙ୍କ ମିଳନ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ ।
ଶ୍ରବଣା- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।
ଧନିଷ୍ଠା- ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ପୂର୍ବରୁ କରିଥିବା କରଜ ପରିଶୋଧ କରିବେ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସଂପର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ । ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ ।
ପୂ , ଭାଦ୍ରପଦ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଜନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ
ପୂ,ଭାଦ୍ରପଦ- ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।
ଉ,ଭାଦ୍ରପଦ- ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । କର୍ମରେ ଯୋଜନା ମୁତାବକ କାମ କରିଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ ।
ରେବତୀ- ଅଧୁରା କାର୍ଯ୍ୟ ପୂରଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତ୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନ ବଳାଇବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories