Horoscope Today / ଆଜି ଏହି ରାଶିଧାରୀ ବ୍ୟକ୍ତି କର୍ମକ୍ଷେତ୍ରରେ କାମ ଚାପରେ ବିବ୍ରତ ହେବାର ଆଶଙ୍କା ରହିଛି
·3 months ago·3 min read

Key Points
ମେଷ-
ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ବିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ ।

ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ବିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କେତେକ କ୍ଷେତ୍ରରେ ସମସ୍ୟାର ସମାଧାନ ଜନିତ ଟେନ୍ସନ ଲାଗି ରହିବ। ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ହୋଇଯିବ। ଭୁଲ୍ ବୁଝାମଣା କାରଣରୁ ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ। ସାମ୍ବାଦିକତା, ସାହିତ୍ୟ ଚର୍ଚ୍ଚା, ଲେଖାପଢ଼ା, ସଭାସମିତି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପରିବାରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ଅର୍ଥ ଅଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି । ରାଜନୀତିରେ ପ୍ରଶଂସିତ ହେବେ ଏବଂ ମାଲିମକଦ୍ଦମାର ସମାଧାନ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବନ୍ଧୁଙ୍କ ଆଗରେ ମନଖୋଲା କଥା ପ୍ରକାଶ କରି ପାରିଲେ ହିଁ ଭଲ ହେବ। ପୁରାତନ ରୋଗର ପୀଡ଼ା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଉଲ୍ଲସିତ ହେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ
ସିଂହ-
ବିଭିନ୍ନ ସମସ୍ୟା ଚିନ୍ତାକରି ସମୟ ଅତିବାହିତ ହୋଇପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ । ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାର୍ଯ୍ୟ ହାସଲ କରିପାରନ୍ତି । ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା-
ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହିପାରନ୍ତି । ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ । ନିଜର ଲୋକପ୍ରିୟତା ଓ ବାକ୍ବିଳାସ ମାଧ୍ୟମରେ ପ୍ରତ୍ୟେକ କାମ ହାସଲ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ, ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ସଭା ସମିତିରେ ଅନ୍ୟମାନଙ୍କ ମତକୁ ପ୍ରାଧାନ୍ୟ ଦେଇ ନିଜର ମହନୀୟତା ହେତୁ ପ୍ରସଂସିତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା-
ପାରିବାରିକ ଅସ୍ଥିରତାଜନିତ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମକ୍ଷେତ୍ରରେ ବନ୍ଧୁ ସହଯୋଗରେ କାମ ହାସଲ କରିବେ। ସାମାଜିକ ସ୍ତରରେ ଆଜି ଯାହାକୁ ଯାହା କହିବ ସେହି ବ୍ୟକ୍ତି କଦାପି ମନାକରିବ ନାହିଁ । ବାଣିଜ୍ୟ, ବ୍ୟବସାୟ, ଯାତ୍ରା, ବନ୍ଧୁଙ୍କ ସହ ଆଲୋଚନା ନିଷ୍ଫଳ ହେବନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ରାଜନୀତି ଏବଂ ସାଙ୍ଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଭାବପ୍ରବଣତାରେ ଭାସିଯାଇ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ । ନିଜର ଲୋକମାନଙ୍କୁ ମନେଇବାରେ ସଫଳ ହେବେ । କୌଣସି ନିଷ୍ପତିର ଶେଷ ସମୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ପ୍ରାଥମିକ ସ୍ତରରେ ହଡ଼ବଡ଼େଇ ଗଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ପାଇବେ।ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁ ସହ ଆନୁଷ୍ଠାନିକ କାମ ପାଇଁ ଆଲୋଚନା କରିବେ। ଜମିଜମା, ପୁରୁଣା ଗାଡ଼ି ଓ ଯାନ୍ତ୍ରିକ ଜିନିଷ କ୍ରୟ କିମ୍ବା ବିକିବା ଦିଗରେ କ୍ଷତିରେ ପଡ଼ିପାରନ୍ତି।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ । କର୍ମ କ୍ଷେତ୍ରରେ ଭାବିଚିନ୍ତି କଥା ନ କହିଲେ ଅସୁବିଧାରେ ପଡିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ ଓ ଆଇନ ଅଦାଲତ ଦିଗରୁ ସୁଫଳ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ମୀନ-
କଠିନ ପରିଶ୍ରମ ପାଇଁ ଦେହଟା ଟିକିଏ ଭଲ ଲାଗି ନପାରେ। ପରିବାରରେ ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବାରୁ ବ୍ୟସ୍ତତା ପ୍ରକାଶ କରିବେ। ଅବଶ୍ୟ ସାମାଜିକ ସ୍ତରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories