Horoscope Update / ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ବିବାଦ ସମାଧାନ ହେବ
·6 months ago·4 min read

Key Points
ମେଷ-
ବେପାରରେ ଲାଭ ହେବ। କଳା ସାହିତ୍ୟ ଲୋକଙ୍କ ଲାଗି ଦିନଟି ଭଲ। ଆପଣ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ପୂରା ମଉକା ପାଇବେ।

ବେପାରରେ ଲାଭ ହେବ। କଳା ସାହିତ୍ୟ ଲୋକଙ୍କ ଲାଗି ଦିନଟି ଭଲ। ଆପଣ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ପୂରା ମଉକା ପାଇବେ। ଅଫିସରେ କୌଣସି ସହକର୍ମୀଙ୍କ ସହିତ ବନ୍ଧୁତା ହେବ।ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ବନ୍ଧୁ ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ। ବ୍ୟବସାୟରେ ମନ ମୁତାବକ ସଫଳତା ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସ୍ୱାର୍ଥ ପ୍ରବୃତିର ଶିକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଦିନଟି ଉତ୍ସାହ ଭରା ରହିବ। କୌଣସି ପାଖ ଲୋକଙ୍କୁ ଆପଣଙ୍କ ଠାରୁ କିଛି ଅପେକ୍ଷା ହେବ। ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ଜୀବନସାଥୀ ଠାରୁ କୌଣସି ଖୁସି ଖବର ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । କୌଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । କୌଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ଜୀବନରେ ହେବାକୁ ଯାଉଥିବା ପରିବର୍ତ୍ତନ ଆପଣଙ୍କ ସପକ୍ଷରେ ହେବ। ଆପଣଙ୍କୁ ରୋଜଗାରର ନୂଆ ଅବସର ମିଳିବ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। ଘରକୁ କୌଣସି ବନ୍ଧୁ ଆସିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ କାମର ପ୍ରଶଂସା ହେବ। ଅଫିସରେ କାର୍ୟ୍ୟ ଭାର ଅଧିକ ହୋଇପାରେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଏହା ଦ୍ବାରା ଆପଣଙ୍କୁ ଲାଭ ହେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଦିନଟି ଜୀବନରେ ଏକ ନୂଆ ଦିଶା ନେଇ ଆସିବ। ଅନ୍ୟ ଜିଲ୍ଲାରେ ବେପାର କରିପାରନ୍ତି। ପରିବାର ଲୋକଙ୍କର ପୂରା ସହଯୋଗ ପାଇବେ। ଅଫିସରେ କୌଣସି ଅଧିବେଶନର ଭାଗ ନେବେ। ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ। ଆପଣଙ୍କର ଜଣାଶୁଣା ନୂଆ ଲୋକଙ୍କ ସହିତ ହେବ। କୌଣସି ନୂଆ ଦାୟିତ୍ବ ଆପଣ ଶୀଘ୍ର ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
କୈାଣସି କାରଣରୁ ମନରେ ଭୟ ଆସିପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାହାରିକୁ ସାହାଯ୍ୟ ମାଗିବାରେ ସଂକୋଚ କରନ୍ତୁ ନାହିଁ। ପ୍ରତ୍ୟେକ କାର୍ଯ୍ୟ ଧୈର୍ଯ୍ୟଧରି ଓ ବୁଦ୍ଧିମତ୍ତାରେ କରନ୍ତୁ। ଅଫିସରେ ଆପଣଙ୍କ ବ୍ୟକ୍ତିତ୍ବର ପ୍ରଶଂସା ହେବ। ପୂର୍ବରୁ କରି ଆସୁଥିବା କାମ ସଂପୂର୍ଣ୍ଣ ହୋଇଯିବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ନିକଟ ସଂପର୍କୀୟଙ୍କର ପରାମର୍ଶ ନିଅନ୍ତୁ। କାରବାରରେ ଲାଗି ରହିଥିବା ଅବରୋଧ ଦୂର ହୋଇଯିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଆଜି ପଢାନ୍ତୁ: ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ...
କୁମ୍ଭ-
କୌଣସି ବନ୍ଧୁ ସହିତ ମିଶିବା ପାଇଁ ତାଙ୍କ ଘରକୁ ଯିବେ। ଅଫିସ କାମରେ ଦୂରସ୍ଥାନକୁ ଯିବେ। ଶିକ୍ଷକଙ୍କ ପାଇଁ ପଦୋନ୍ନତିର ଯୋଗ ଅଛି। ବିବାଦ ଠାରୁ ଦୂରରେ ରହନ୍ତୁ। ବ୍ୟବସାୟରେ ଲାଭ ପାଇବେ।ଇଂଜିନିୟର ନିଜ ଅନୁଭବର ପ୍ରୟୋଗ ସଠିକ୍ ଦିଶାରେ କଲେ ଯାଇ ସଫଳତା ପାଇବେ। ଆୟର ଉତ୍ସ ବଢ଼ିବ ଏବଂ ଆର୍ଥିକ ସ୍ଥିତି ସୁଧୁରିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦ ଦାୟକ ରହିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ମହିଳାମାନଙ୍କୁ କଠିନ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Related Topics
Explore more stories