Horoscope / ବିବାଦରେ ପଡ଼ିପାରନ୍ତି ଏହି ରାଶି
·8 months ago·3 min read

Key Points
ଜାଣନ୍ତୁ ଆଜିର ରାଶିଫଳ
ସତର୍କ ରୁହ ଏହି ରାଶିଦ୍ୱୟ
ସତର୍କ ରୁହ ଏହି ରାଶିଦ୍ୱୟ
ମେଷ-
ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ଭୁଲ୍ ବୁଝାମଣା କାରଣରୁ ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସଭାସମିତି , ରାଜନୈତିକ ସ୍ଥିତି ତଥା ପ୍ରଶାସନିକ ସ୍ତରରେ ସଫଳତା ଅବଶ୍ୟ ମିଳିବ । ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିିତ ଯାତାୟତ କରିବା ଉଚିତ୍ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଯାହା ଚାହୁଁଛନ୍ତି ତାହା ହାସଲ କରିବା କଷ୍ଟକର ହେବ ନାହିଁ। ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍ ଖୁସି ରହିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମକଲେ ଉପକୃତ ହେବେ। ପରିବାରରେ ମଧ୍ୟ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବନ୍ଧୁଙ୍କ ସହାୟତାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଚୁକ୍ତିଭିତ୍ତିକ କାମ, ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ନୂତନ ଭାବରେ ଆରମ୍ଭ କରୁଥିବା କାର୍ୟ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ବୁଦ୍ଧିଜୀବିଙ୍କ ନିକଟରୁ ସମ୍ମାନ ଲାବ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଛୋଟ ଛୋଟ କଥାକୁ ନେଇ ବନ୍ଧୁଙ୍କ ଭୁଲ୍ ବୁଝାମଣା ଓ ବେଖାତିର କଥାରୁ ମତାନ୍ତର ଘଟିପାରେ। ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିନେଇପାରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜିପାରନ୍ତି। କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶ ଗ୍ରହଣକଲେ ମନ୍ଦ ହେବନି। ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା,ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ବ୍ୟବସାୟରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ଯେତେ ସୁବିଧା ସୁଯୋଗ ସୃଷ୍ଟିକଲେ ମଧ୍ୟ ଅନ୍ୟମାନେ ନିନ୍ଦାଗାନ କରିପାରନ୍ତି। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାରୁ ଆଶ୍ୱସ୍ତି ଲାଭ କରିବେ। ଦୂରଭ୍ରମଣର ଯୋଜନାକରି ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories