Today Horoscope / ଏହି ରାଶିର ବ୍ୟକ୍ତି ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି
·55 mins ago·3 min read

Key Points
ମେଷ-
ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ। କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ

ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ। କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ। ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ପରିବାରରେ ବ୍ୟତିକ୍ରମ କାରଣରୁ ଆଶା କରୁଥିବା ଜିନିଷଟି ପାଇପାରିବେ ନାହିଁ। ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିବାରୁ ସୁଯୋଗ ହାତଛଡ଼ା ହେବ। ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବ୍ୟବସାୟରେ ସମସ୍ୟା ସତ୍ତ୍ବେ ଲାଭ ଆଦି ଫଳ ଭୋଗ କରିବେ। ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ। ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ। ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ। ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ। କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
କୌଣସି ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ବିଷାଦଗ୍ରସ୍ତ ରହିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଭୁଲ୍ ବୁଝାମଣା କାରଣରୁ ପ୍ରକୃତ ଘଟଣା ନ ବୁଝି ବନ୍ଧୁ କ୍ରୋଧ ପ୍ରକାଶ କରିପାରନ୍ତି। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୂବନେଶ୍ବରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି। କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ। ମହିଳା ମାନେ କଠିନ ପରିଶ୍ରମ କରିବେ। ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ। ଆପଣଙ୍କ କାମର ଦାୟିତ୍ୱ ନେଇଥିବା ବନ୍ଧୁମାନେ କାର୍ଯ୍ୟ ସମ୍ପନ୍ନ କରିବାରେ ହେଳା କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
କନ୍ୟା-
ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁନଥିବା ବନ୍ଧୁଟି ନିକଟକୁ ଆସିବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ଘଟଣାକୁ ସୁଧାରି ନେବେ। ସାମାଜିକ ସ୍ତରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଶିକ୍ଷା କ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ। ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ। ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ପାରିବାରିକ କ୍ଷେତ୍ରରେ ଅପୂରଣୀୟ ଆଶା ସାଙ୍ଗକୁ ବିଭିନ୍ନ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଅଫିସ୍ରେ ଅଧସ୍ତନ କର୍ମଚାରୀଙ୍କ କାର୍ଯ୍ୟର ବାରମ୍ବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ। ନିର୍ମାଣ, ଚୁକ୍ତିପତ୍ର, ସାମ୍ବାଦିକତା, ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅଦାଲତ ମାମଲା ଅନୁକୂଳ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା’ ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ସୁଖ, ସମୃଦ୍ଧି ବଢିବ। ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ। ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ । ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଶାରୀରିକ ପରିଶ୍ରମ ଜନିତ କ୍ଲାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ସାମର୍ଥ୍ୟ ଅନୁଯାୟୀ କାମ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବା ଅନୁଭବ କରିବେ। ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବଢ଼ିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଜୀବନରେ ନୂଆ ସଂକେତ ମିଳିପାରେ। ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜଭୁତ ରହିବ । ଖବରଦାତା ମାନେ ବିଶେଷ ଉପକୃତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପରିସ୍ଥିତି ପ୍ରତି ଲକ୍ଷ୍ୟ ରଖି କାମ କରି ଚାଲିଲେ କୌଣସି ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରି ମାନସିକ ଅସନ୍ତୋଷ ବୃଦ୍ଧିର କାରଣ ହେବ। ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ”ଏହି ମନ୍ତ୍ରକୁ ପାଠ କରନ୍ତୁ

Related Topics
Explore more stories