Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
International

ଚୀନ୍ ନିଜର ମହାକାଶଯାନକୁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବକୁ ପଠାଇବ

Ritu Das
Browse all articles by Ritu Das
·2 years ago
ଚୀନ୍ ନିଜର ମହାକାଶଯାନକୁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବକୁ ପଠାଇବ

ଅର୍ଗସ ବ୍ୟୁରୋ: ଚୀନର ଆଉ ଏକ ବଡ ଚନ୍ଦ୍ର ମିଶନ । ଚୀନ୍ ନିଜର ମହାକାଶଯାନକୁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବକୁ ପଠାଇବାକୁ ଯାଉଛି। ସେଠାରୁ ନମୁନା ସଂଗ୍ରହ କରିବା ପରେ ଏହି ମହାକାଶଯାନ ପୃଥିବୀକୁ ଫେରି ଆସିବ। ଏହି ମିଶନର ନାଁ ରଖାଯାଇଛି ଚାଙ୍ଗ୍ -6 । ଏହି ଯାନ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବ ଅର୍ଥାତ୍ ପୃଥିବୀ ଠାରୁ ସବୁଠାରୁ ଦୂରରେ ଥିବା ଚନ୍ଦ୍ରପୃଷ୍ଠର ଭୌଗୋଳିକ ସ୍ଥିତି ଅନୁଧ୍ୟାନ କରିବ । ଏଥିସହ ସେଠାରୁ ବାଲି, ପଥର, ମାଟିର ନମୁନା ସଂଗ୍ରହ କରି ପୃଥିବୀ ପୃଷ୍ଠକୁ ଫେରିବ। 

ପୂର୍ବରୁ ବିଭିନ୍ନ ଦେଶ ପକ୍ଷରୁ ଚନ୍ଦ୍ର ପୃଷ୍ଠରୁ ନମୁନା ସଂଗ୍ରହ କରାଯାଇଛି । କିନ୍ତୁ ଚୀନ ପକ୍ଷରୁ ପ୍ରଥମ ଥର ପାଇଁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବରୁ ନମୁନା ସଂଗ୍ରହ କରିବାକୁ ମିଶନ କରାଯାଇଛି। 

ଅଧିକ ପଢ଼ନ୍ତୁ ବିଦେଶ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
China will send its | Argus News