Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
International

ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ

Jitendra Dash
Browse all articles by Jitendra Dash
·2 years ago
ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ

ଅର୍ଗସ ବ୍ୟୁରୋ : ଭୁମିକମ୍ପରେ ଥରିଲା ପାକିସ୍ତାନ । ପଶ୍ଚିମ ପାକିସ୍ତାନରେ ଅଧରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ ହୋଇଛି । ପଶ୍ଚିମ ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ ହୋଇଛି । 

ଅଧିକ ପଢନ୍ତୁ ବିଦେଶ ଖବର 

ପାକିସ୍ତାନ ଆଫଗାନିସ୍ତାନ ସୀମା ନିକଟରେ ଭୂକମ୍ପର କେନ୍ଦ୍ରସ୍ଥଳୀ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଏହାପୂର୍ବରୁ ଫେବୃଆରୀ ୧୭ରେ ପାକିସ୍ତାନର ଇସଲାମାବାଦ ନିକଟରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୪.୭ ରହିଥିଲା । ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିଲେ ମଧ୍ୟ ଲୋକ ଭୟଭୀତ ଥିବା ଜଣାପଡିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Earthquake of 5.5 magnitude hits Pakistan | Argus News