Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
International

ପୁଣେରେ ହେଲିକାପ୍ଟର କ୍ରାସ୍, ୩ ଜଣଙ୍କ ମୃତ୍ୟୁ

Swayangprajna Mishra
Browse all articles by Swayangprajna Mishra
·1 year ago
ପୁଣେରେ ହେଲିକାପ୍ଟର କ୍ରାସ୍, ୩ ଜଣଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ : ପୁଣେରେ ହେଲିକପ୍ଟର କ୍ରାସ । ଦୁର୍ଘଟଣାରେ ୨ ପାଇଲଟଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି । ଉଡାଣ ଭରିବା ସମୟରେ ଘଟିଥିଲା ଦୁର୍ଘଟଣା । ଅକ୍ସଫୋର୍ଡ ଗଲ୍ଫ କୋର୍ସ ନିକଟରେ ଘଟିଛି ଦୁର୍ଘଟଣା ।

ଅଧିକ ପଢନ୍ତୁ : ଭୟଙ୍କର ବିମାନ ଦୁର୍ଘଟଣା , ୬୨ ଜଣଙ୍କ ମୃତ୍ୟୁ

ଦୁର୍ଘଟଣାସ୍ଥଳରେ ଜାରି ରହିଛି ଉଦ୍ଧାର କାର୍ଯ୍ୟ । ଦୁର୍ଘଟଣାରେ ହେଲିକାପ୍ଟର ପୁରା ଖଣ୍ଡ ଖଣ୍ଡ ହୋଇଯାଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Helicopter crash in Pune, 3 dead | Argus News