Videos
|
International

ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ

Banajyotshna Ray
Browse all articles by Banajyotshna Ray
·2 years ago
ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ:  ପରଲୋକରେ ଇରାନ ରାଷ୍ଟ୍ରପତି । ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି କରିଛି। ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା ସମୟରେ ରଈସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଅଧିକ ପଢ଼ନ୍ତୁ ବିଦେଶ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Iran president Ebrahim Raisi killed in chopper crash | Argus News