Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପାକିସ୍ତାନ ସୀମାରେ ପଶି ଇରାନର ଏୟାର ଷ୍ଟ୍ରାଇକ

International

ପାକିସ୍ତାନ ସୀମାରେ ପଶି ଇରାନର ଏୟାର ଷ୍ଟ୍ରାଇକ

Ritu Das
Browse all articles by Ritu Das
·2 years ago
ପାକିସ୍ତାନ ସୀମାରେ ପଶି ଇରାନର ଏୟାର ଷ୍ଟ୍ରାଇକ

ଅର୍ଗସ ବ୍ୟୁରୋ: ଯେଉଁ ପାକିସ୍ତାନ ଅନ୍ୟ ଦେଶକୁ ନିଜ ଆତଙ୍କୀଙ୍କୁ ପଠାଇ ଆକ୍ରମଣ କରେ ଆଜି ସମାନ ସ୍ଥିତି ନିଜେ ଭୋଗୁଛି । ଆତଙ୍କୀଙ୍କୁ ସମର୍ଥନ କରୁଥିବା, ପ୍ରୋତ୍ସାହନ ଦେଉଥିବା ପାକିସ୍ଥାନରେ ପଶି ବଡ ଧରଣର ଆକ୍ରମଣ କରିଛି ଇରାନ। 

ମିଳିଥିବା ସୂଚନା ଅନୁସାରେ ଜାନୁଆରୀ ୧୬ ଅଧରାତିରେ ଇରାନ-ପାକିସ୍ତାନ ସୀମାରେ ଥିବା ଆତଙ୍କୀ ସଂଗଠନ ଜୈଶ ଅଲ ଅଦଲ ଉପରେ ମିସାଇଲ ଓ ଡ୍ରୋନ ଆକ୍ରମଣ କରିଛି ଇରାନ । କ୍ଷେପଣାସ୍ତ୍ର ମାଡ଼ରେ ଆତଙ୍କୀ ସଂଗଠନ ଜୈଶ ଅଲ ଅଦଲର ତିନି ଠିକଣା ଧ୍ୱସ୍ତ । ମଙ୍ଗଳବାର ବଲୁଚିସ୍ତାନ ପଞ୍ଜଗୁର ଇଲାକାରେ ଇରାନ ରିଭୋଲ୍ୟୁସନାରୀ ଗାର୍ଡ କର୍ପ୍ସ ପକ୍ଷରୁ ଏହି ସର୍ଜିକାଲ ଷ୍ଟ୍ରାଇକ କରାଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Iran's air strike | Argus News