ଗାଜା ଉପରେ ଇସ୍ରାଏଲର ପୁଣି ଆକ୍ରମଣ
·1 year ago

ଅର୍ଗସ ବ୍ୟୁରୋ: ଗାଜା ଉପରେ ଇସ୍ରାଏଲର ଆକ୍ରମଣ । ଏଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଗାଜାର ଏକ ବିଲଡିଂକୁ ଟାର୍ଗେଟ କରି ଇସ୍ରାଏଲ ପକ୍ଷରୁ ଏୟାର ଷ୍ଟ୍ରାଇକ୍ ହୋଇଥିଲା । ଏଥିରେ ଘରଟି ପୁରା ଧ୍ବସ୍ତ ହୋଇଯାଇଛି । ତା ଭିତରେ ଆଉ କିଛି ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ସେମାନଙ୍କୁ ଉଦ୍ଧାର କରିବାକୁ ଯୁଦ୍ଧକାଳୀନ ଉଦ୍ୟମ କରାଯାଉଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: