Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ନେପାଳରେ ବଡ଼ ବିମାନ ଦୁର୍ଘଟଣା: ୧୯ ମୃତ !

International

ନେପାଳରେ ବଡ଼ ବିମାନ ଦୁର୍ଘଟଣା: ୧୯ ମୃତ !

Manini Pattanayak
Browse all articles by Manini Pattanayak
·1 year ago
ନେପାଳରେ ବଡ଼ ବିମାନ ଦୁର୍ଘଟଣା: ୧୯ ମୃତ !

 ନୂଆଦିଲ୍ଲୀ: ନେପାଳରେ ବିମାନ ଦୁର୍ଘଟଣାଗ୍ରସ୍ତ। କାଠମାଣ୍ଡୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅଘଟଣ । ଟେକ୍‌ଅଫ୍‌ କରିବା ବେଳେ ରନ୍‌ୱେରୁ ଖସିଗଲା ପରେ ବିମାନରେ ଲାଗିଗଲା ନିଆଁ । ୧୯ ଜଣଙ୍କୁ ନେଇ ଉଡ଼ାଣ ଆରମ୍ଭ କରିଥିଲା ବିମାନ ।   ତେବେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା । 
ଅଧିକ ପଢନ୍ତୁ ଭାରତ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Nepal Plane Crash: Saurya Airlines Flight Crashes In Kathmandu, 5 Bodies Removed So Far | Argus News