Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
International

ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ବ୍ରାଜିଲ ଗସ୍ତ କାର୍ଯ୍ୟକ୍ରମ

Banajyotshna Ray
Browse all articles by Banajyotshna Ray
·1 year ago
ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ବ୍ରାଜିଲ ଗସ୍ତ କାର୍ଯ୍ୟକ୍ରମ

ଅର୍ଗସ ବ୍ୟୁରୋ:  ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ବ୍ରାଜିଲ ଗସ୍ତ କାର୍ଯ୍ୟକ୍ରମ । ୧୯ତମ ଜି-୨୦ ସମ୍ମିଳନୀରେ ହେବେ ସାମିଲ । ଗତ ବର୍ଷ ଭାରତ ସଫଳତାର ସହ ଅଧ୍ୟକ୍ଷତା କରିବା କରି ଜି-୨୦କୁ ଜନସାଧାରଣଙ୍କ ଜି-୨୦ ଭାବେ ଶୀର୍ଷକୁ ନେଇଥିଲା ଏବଂ ଗ୍ଲୋବାଲ ସାଉଥର ଅଗ୍ରାଧିକାରକୁ କାର୍ଯ୍ୟସୂଚୀରେ ସାମିଲ କରିପାରିଥିଲା । ଚଳିତ ବର୍ଷ ବ୍ରାଜିଲ ଏହି ପରମ୍ପରାକୁ ଆଗକୁ ନେବ । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ ଦୃଷ୍ଟିକୋଣ ଅନୁଯାୟୀ ଫଳପ୍ରଦ ଆଲୋଚନାକୁ ଅପେକ୍ଷା କରି ରହିଛି ବୋଲି କହିଥିଲେ ମୋଦି । ଅନ୍ୟାନ୍ୟ ନେତାମାନଙ୍କ ସହ ଦ୍ବପାକ୍ଷିକ ସହଯୋଗ ସମ୍ପର୍କରେ ଭାବ ବିନିମୟ କରିବେ ମୋଦି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi Arrives In Brazil To Participate In G20 Summit After Nigeria Visit | Argus News