ଦୁଇ ଦିନିଆ ଲାଓସ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି
·1 year ago

ଅର୍ଗସ ବ୍ୟୁରୋ: ଦୁଇ ଦିନିଆ ଲାଓସ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି । 21ତମ ଆସିଆନ ସମିଟ ସହ ଇଷ୍ଟ ଏସିଆ ସମିଟରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହେବେ । ସମ୍ମିଳନୀରେ ସାମିଲ ହେବାକୁ ମୋଦିଙ୍କୁ ନିମନ୍ତ୍ରଣ କରିଥିଲେ ଲାଓସ ପ୍ରଧାନମନ୍ତ୍ରୀ ସୋନେକ୍ସାୟ ସିମ୍ଫାନଡନ । ଏହାସହ ଲାଓସ ପିଏମଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ଚଳିତବର୍ଷ ଆସିଆନ ସମିଟିର ଅଧ୍ୟକ୍ଷତା କରୁଛି ଲାଓସ । ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂର୍ବରୁ ଜୁଲାଇରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଲାଓସ ଗସ୍ତ କରିଥିଲେ ।
ଅଧିକ ପଢ଼ନ୍ତୁ ବିଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: