Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
International

ଫିଜିରୁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିଛନ୍ତି ରାଷ୍ଟ୍ରପତି

Banajyotshna Ray
Browse all articles by Banajyotshna Ray
·1 year ago
ଫିଜିରୁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିଛନ୍ତି ରାଷ୍ଟ୍ରପତି

ଅର୍ଗସ ବ୍ୟୁରୋ:  ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ଦିନିଆ ଗସ୍ତର ଦ୍ବିତୀୟ ସୋପାନରେ ଫିଜିରୁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିଛନ୍ତି ରାଷ୍ଟ୍ରପତି । ଶେଷ ପର୍ଯ୍ୟାୟରେ ତିମୋର ଲେସ୍ତେ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କମ୍ପେନିୟନ ଅଫ ଦ ଅର୍ଡର ଅଫ ଫିଜି ଆୱାର୍ଡ ପ୍ରଦାନ କରିଥିଲେ ଫିଜି ରାଷ୍ଟ୍ରପତି ରାତୁ ୱିଲିଅମ ମ୍ୟାବଲିଲୀ କଟୋନିୟର । ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିଥିଲେ । ରବିବାରଠାରୁ 6 ଦିନିଆ ବିଦେଶ ଗସ୍ତରେ ଅଛନ୍ତି ମହାମହିମ ରାଷ୍ଟ୍ରପତି ।

ଅଧିକ ପଢ଼ନ୍ତୁ ବିଦେଶ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Droupadi Murmu arrives in New Zealand | Argus News