Videos
|
International

ପରମାଣୁ ଅସ୍ତ୍ର ବିରୋଧରେ ଅଭିଯାନ ଲାଗି ଜାପାନର ନିହୋନ୍ ହିଡାନକିଓ ସଂଗଠନକୁ ନୋବେଲ ଶାନ୍ତି ପୁରସ୍କାର

Sangram Tripathy
Browse all articles by Sangram Tripathy
·1 year ago
ପରମାଣୁ ଅସ୍ତ୍ର ବିରୋଧରେ ଅଭିଯାନ ଲାଗି ଜାପାନର ନିହୋନ୍ ହିଡାନକିଓ ସଂଗଠନକୁ ନୋବେଲ ଶାନ୍ତି ପୁରସ୍କାର

ଅର୍ଗସ ବ୍ୟୁରୋ:ଜାପାନର ନିହୋନ୍ ହିଡାନକିଓ ଅନୁଷ୍ଠାନକୁ ଦିଆଯିବ ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର। ବିଶ୍ବକୁ ଆଣବିକ ଅସ୍ତ୍ରଶସ୍ତ୍ର ମୁକ୍ତ କରିବା ପାଇଁ ଦୀର୍ଘଦିନରୁ ପ୍ରୟାସ କରିଆସୁଛି ଏହି ଅନୁଷ୍ଠାନ। ନରୱେ ନୋବେଲ କମିଟି ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର ପାଇଁ ମୋଟ ୨୮୬ ଜଣ ପ୍ରାର୍ଥୀଙ୍କ ଆବେଦନ ଗ୍ରହଣ କରିଥିଲା। ସେମାନଙ୍କ ମଧ୍ୟରୁ ଜାପାନର ନିହୋନ୍ ହିଡାନକିଓ ସଂଗଠନ ଉପରେ ମୋହର ବାଜିଛି
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The Nobel Peace Prize was awarded to Japan's Nihon Hidankyo organization for its campaign against nuclear weapons | Argus News