Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଭାରତ ବଜାରରେ ୨୪ କ୍ୟାରେଟ ସୁନାର ଦର ବୃଦ୍ଧି

National

ଭାରତ ବଜାରରେ ୨୪ କ୍ୟାରେଟ ସୁନାର ଦର ବୃଦ୍ଧି

Ritu Das
Browse all articles by Ritu Das
·1 year ago
ଭାରତ ବଜାରରେ ୨୪ କ୍ୟାରେଟ ସୁନାର ଦର ବୃଦ୍ଧି

ଆଜି ସୁନା ଦର ଭାରତରେ ବୃଦ୍ଧି ପାଇଛି। ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୭୮,୪୯୦ ଥିବାବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୭୧,୯୬୦ ରହିଛି। ଦେଶର ରାଜଧାନୀ ଦିଲ୍ଲୀରେ ବର୍ତ୍ତମାନ ୧୦ ଗ୍ରାମ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୧,୯୬୦ ଟଙ୍କା ଏବଂ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୭୮,୪୯୦ ଟଙ୍କା ରହିଛି।

ସେହିପରି ମୁମ୍ବାଇରେ ୧୦ ଗ୍ରାମ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୧,୮୧୦ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୭୮,୩୪୦ ଟଙ୍କା ରହିଛି। ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ୭୧,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୭୮,୩୪୦ ଟଙ୍କା ରହିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
-24-carat-gold-price-increase-in-indian-market | Argus News