Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ବର୍ଷୀୟାନ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ପୁଣି ଅସୁସ୍ଥ

Smruti Parija
Browse all articles by Smruti Parija
·1 year ago
ବର୍ଷୀୟାନ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ପୁଣି ଅସୁସ୍ଥ

Key Points

ICUରେ ଭର୍ତ୍ତି ହେଲେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ

ଅର୍ଗସ ବ୍ୟୁରୋ: ICUରେ ଭର୍ତ୍ତି ହେଲେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ସେ ICUରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଗତମାସ 97 ତମ ଜନ୍ମଦିବସ ପାଳନ କରିଥିଲେ ଆଡଭାନୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
bjp-leader-lalkrushna-advani-admitted-in-hospital | Argus News