Videos
|
National

ଆଜି ଆକାଶରେ ଦିଶିବ କଳା ଜହ୍ନ

Banajyotshna Ray
Browse all articles by Banajyotshna Ray
·1 year ago
ଆଜି ଆକାଶରେ ଦିଶିବ କଳା ଜହ୍ନ

ଅର୍ଗସ ବ୍ୟୁରୋ: ଆଜି ଆକାଶରେ ଦିଶିବ କଳା ଜହ୍ନ। ସେହିପରି ୩ ମାସରେ ୪ ଥର ଅମାବାସ୍ୟା ଆସିଥିଲେ ବି ତାହାକୁ କଳା ଜହ୍ନ ବୋଲି କୁହାଯାଏ। କଳାଜହ୍ନ କଥା କହିଲେ ମନରେ ଅନେକ କୌତୁହଳ, ରୋମାଞ୍ଚ ଏବଂ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥାଏ। ସାଧାରଣତଃ ଗୋଟିଏ ମାସରେ ଦୁଇ ଥର ଅମାବାସ୍ୟା ପଡ଼ିଲେ ଏହା ଦୃଶ୍ୟମାନ ହୋଇଥାଏ। ଦ୍ୱିତୀୟ ଅମାବାସ୍ୟା ରାତିକୁ କଳା ଜହ୍ନ ବୋଲି କୁହାଯାଇଥାଏ।


ଆଜି ଆକାଶରେ ଏପରି ଏକ ବିରଳ ଘଟଣା ଦେଖିବାକୁ ମିଳିବ। ଏସିଆ, ଆଫ୍ରିକା ଏବଂ ୟୁରୋପ ମହାଦେଶରେ ଏହା ଆଜି ଦୃଶ୍ୟମାନ ହେବ। ଭାରତ ଆକାଶରେ ଆସନ୍ତାକାଲି ଭୋର୍ ଅର୍ଥାତ ସକାଳ ୪ଟା ବେଳେ ଏହା ଦେଖିବାକୁ ମିଳିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: