Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ବଢ଼ିଲା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ

Swoyangprjna Mishra
Browse all articles by Swoyangprjna Mishra
·1 year ago
ବଢ଼ିଲା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ

ଅର୍ଗସ ବ୍ୟୁରୋ: ପୁଣି ରାହୁଲ ଗାନ୍ଧିଙ୍କୁ କୋର୍ଟ ସମନ । ବଢ଼ିଲା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ। ନିକଟରେ ଜାତି ଜନଗଣନାକୁ ନେଇ ଦେଇଥିବା ଏକ ବିବାଦୀୟ ବୟାନକୁ ନେଇ ତାଙ୍କ ବିରୋଧରେ ଜାରି ହୋଇଛି ସମନ। ବରେଲିର ଏକ ସ୍ୱତନ୍ତ୍ର କୋର୍ଟ ରାହୁଲଙ୍କୁ ଜାନୁଆରୀ ୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।


ଲୋକସଭା ନିର୍ବାଚନ ବେଳେ ରାହୁଲ ଗାନ୍ଧି ନିଜର ଏକ ବୟାନରେ କହିଥିଲେ ଯେ, ଯଦି କଂଗ୍ରେସ କ୍ଷମତାକୁ ଆସେ ତେବେ ଦେଶରେ ଜାତି ଜନଗଣନା ଓ ଆର୍ଥିକ ସର୍ବେକ୍ଷଣ କରାଯିବ। ତାଙ୍କର ଏହି ବୟାନକୁ ନେଇ ଅନେକ ହଙ୍ଗାମା ହୋଇଥିଲା। ଅଲ ଇଣ୍ଡିଆ ହିନ୍ଦୁ ମହାସଭାର ମଣ୍ଡଳ ସଭାପତି ପଙ୍କଜ ପାଠକ ରାହୁଲଙ୍କ ବୟାନକୁ ତୀବ୍ର ବିରୋଧ କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Court summons to Rahul Gandhi | Argus News