Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

`୭୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କ ଚିକିତ୍ସା ମୋଦୀ କରିବେ’

Ritu Das
Browse all articles by Ritu Das
·2 years ago
`୭୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କ ଚିକିତ୍ସା ମୋଦୀ କରିବେ’

ଅର୍ଗସ ବ୍ୟୁରୋ: ପୁରା ଦେଶର ଗରିବ ଲୋକଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି ମୋଦୀ ସରକାର । ଦେଶରେ ୬ କୋଟିରୁ ଅଧିକ ଲୋକ ଏହାର ସୁବିଧା ପାଇଛନ୍ତି । କିନ୍ତୁ ଓଡ଼ିଶାରେ ଏହାର ଲାଭ କେହି ପାଉନାହାନ୍ତି । କାରଣ ବିଜେଡି ସରକାର ଆୟୁଷ୍ମାନ ଯୋଜନା ଲାଗୁ କରୁନାହିଁ । ବାହାର ରାଜ୍ୟରେ ରହୁଥିବା ଓଡ଼ିଆ ଲୋକଙ୍କୁ ମାଗଣାରେ ଚିକିତ୍ସା ମିଳିପାରୁନାହିଁ । ଏଥିପାଇଁ ଦାୟୀ କିଏ ବୋଲି ପଚାରିଛନ୍ତି ମୋଦୀ। 

ମୋଦୀ ଆହୁରୀ ମଧ୍ୟ କହିଛନ୍ତି, ୧୦ ଜୁନରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ନେବା କ୍ଷଣି ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ପାଇବେ ଓଡ଼ିଶାବାସୀ । ୭୦ ବର୍ଷରୁ ଅଧିକ ବୟସର ଲୋକଙ୍କ ଚିକିତ୍ସା ମୋଦୀ କରିବେ । ସେଥିପାଇଁ ଓଡ଼ିଶାରେ ବିଜେପି ସରକାର ଆସିବା ବହୁତ ଜରୁରୀ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
``Modi will treat | Argus News