Videos
|
National

ବାଦଲ ଫଟା ବର୍ଷା ନେଲା ୧୪ ଜଣଙ୍କ ଜୀବନ, ୧୦ ନିଖୋଜ

Ritu Das
Browse all articles by Ritu Das
·1 year ago
ବାଦଲ ଫଟା ବର୍ଷା ନେଲା ୧୪ ଜଣଙ୍କ ଜୀବନ, ୧୦ ନିଖୋଜ

ଅର୍ଗସ ବ୍ୟୁରୋ: ହିମାଚଳ ପ୍ରଦେଶରେ ବାଦଲଫଟା ବର୍ଷା ହୋଇ ୧୪ଜଣଙ୍କ ମୃତ୍ୟୁ ଘଟିଥିବାବଳେ ବର୍ତ୍ତମାନ ସୁଦ୍ଧା ୧୦ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ଅନେକ ଲୋକ ଭାସିଯାଇଥିଲେ। 

ସେମାନଙ୍କ ମଧ୍ୟରୁ ୧୪ଜଣଙ୍କ ମୃତେଦହ ଉଦ୍ଧାର କରାଯାଇଥିବାବଳେ ୧୦ଜଣ ନିଖୋଜ ଅଛନ୍ତି। ଏନଡିଆରଏଫ ଟିମ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
14 lives were | Argus News