ସୋପୋରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ
·1 year ago

ଅର୍ଗସ ବ୍ୟୁରୋ: ଜମ୍ମୁ-କଶ୍ମୀରରେ ସୁରକ୍ଷା ବଳଙ୍କ ଏନକାଉଣ୍ଟରରେ ୨ ଆତଙ୍କୀ ନିହତ। ସୋପୋରରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଏହି ଏନକାଉଣ୍ଟର ହୋଇଥିଲା। ମୃତ ଦୁଇ ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: