Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଗୋଟିଏ ପରିବାରର ୫ ଝୁଲନ୍ତା ମୃତଦେହ ଉଦ୍ଧାର

Ritu Das
Browse all articles by Ritu Das
·2 years ago
ଗୋଟିଏ ପରିବାରର ୫ ଝୁଲନ୍ତା ମୃତଦେହ ଉଦ୍ଧାର

ଅର୍ଗସ ବ୍ୟୁରୋ: ଏକ ବନ୍ଦ କୋଠରୀରୁ ଗୋଟିଏ ପରିବାରର ୫ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣାଟି ମଧ୍ୟପ୍ରଦେଶ ଅଲିରାଜପୁର ଜିଲ୍ଲା ରାଉଡି ଗାଁରୁ ସାମ୍ନାକୁ ଆସିଛି । 

ଦମ୍ପତ୍ତିଙ୍କ ସହ ୩ଜଣ ଶିଶୁଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଚାଲିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
5 hanging bodies | Argus News