Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆତଙ୍କୀଙ୍କ ଗୁଳିରେ ୭ ନିହତ

Sangram Tripathy
Browse all articles by Sangram Tripathy
·1 year ago
ଆତଙ୍କୀଙ୍କ ଗୁଳିରେ ୭ ନିହତ

ଅର୍ଗସ ବ୍ୟୁରୋ:ଜାମ୍ମୁ କାଶ୍ମୀର ଗନ୍ଦେରବାଲ ଆତଙ୍କୀଙ୍କ ଗୁଳିରେ ଜଣେ ଡାକ୍ତରଙ୍କ ସହ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୋନାମାର୍ଗ ଅଞ୍ଚଳରେ ଏକ ଟନ୍ନେଲ କାର୍ଯ୍ୟ ଚାଲି ଥିବାବେଳେ ଆଖିବୁଜା ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି। କାଶ୍ମୀର ଆଇଜି ପୁଲିସ ଭି.କେ ବିର୍ଦିଙ୍କ ସମେତ ବରିଷ୍ଠ ସୁରକ୍ଷା ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
7 were killed by terrorists | Argus News