ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୋଧରେ ରୁଜୁ ହେବ ମାମଲା
·1 year ago

ଅର୍ଗସ ବ୍ୟୁରୋ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବଢିଲା ଅଡୁଆ । ମହିଶୂର ଅର୍ବାନ ଡେଭଲପମେଣ୍ଟ ଅଥରିଟି ଜମି ଦୁର୍ନୀତି ଅଭିଯୋଗର ତଦନ୍ତ ପାଇଁ ରାଜ୍ୟପାଳ ଅନୁମତି ଦେଇଛନ୍ତି । ସେପଟେ ଏହାକୁ ନେଇ ବିଜେପି ବାରମ୍ବାର ରାସ୍ତାକୁ ଓହ୍ଲାଉଥିଲା ବେଳେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ରାଜନୈତିକ ଉଦ୍ଦେଶ୍ୟ ରଖି ଏଭଳି ଷଡଯନ୍ତ୍ର କରାଯାଉଥିବା ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: