Videos
|
National

ଭାରତୀୟ ଥିବା ବ୍ରିଟିଶ ତୈଳ ଟ୍ୟାଙ୍କର ମାର୍ଲିନ ଲୁଆଣ୍ଡା ଉପରେ କ୍ଷେପଣାସ୍ତ୍ର ମାଡ଼

Manini Pattanayak
Browse all articles by Manini Pattanayak
·2 years ago
ଭାରତୀୟ ଥିବା ବ୍ରିଟିଶ ତୈଳ ଟ୍ୟାଙ୍କର ମାର୍ଲିନ ଲୁଆଣ୍ଡା ଉପରେ କ୍ଷେପଣାସ୍ତ୍ର ମାଡ଼

 ନୂଆଦିଲ୍ଲୀ: ୨୨ ଜଣ ଭାରତୀୟ ଥିବା ବ୍ରିଟିଶ ତୈଳ ଟ୍ୟାଙ୍କର ମାର୍ଲିନ ଲୁଆଣ୍ଡା ଉପରେ କ୍ଷେପଣାସ୍ତ୍ର ମାଡ଼ । ଜାନୁଆରି ୨୬ ମଧ୍ୟ ରାତ୍ରରେ ହୁତିମାନଙ୍କ ଦ୍ବାରା ଏହି ଜାହଜକୁ ଟାର୍ଗେଟ କରାଯାଇଥିଲା। ଏହି ଜାହାଜରେ ୨୨ ଜଣ ଭାରତୀୟ ଅଛନ୍ତି । ଆକ୍ରମଣ ପରେ ସହାୟତା ପାଇଁ ଘଟଣାସ୍ଥଳରେ ପହଞ୍ଚିଛି ଭାରତୀୟ ନୌସେନା ।

ନୌସେନା ପକ୍ଷରୁ ନିଆଁ ଲିଭାଇବା କାର୍ଯ୍ୟରେ ସହଯୋଗ କରାଯାଉଛି । ଗାଇଡେଡ୍‌ ମିସାଇଲ୍‌ ଡିଷ୍ଟ୍ରୋୟର ଆଇଏନ୍‌ଏସ୍‌ ବିଶାଖାପାଟଣାକୁ ଏଡେନ୍‌ ଉପସାଗରରେ ମୁତୟନ କରାଯାଇଛି। 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: