ଲକ୍ଷ୍ନୌରେ ଅଘଟଣ: କୋଠା ଭୁଶୁଡି ୮ ମୃତ
·1 year ago

ଅର୍ଗସ ବ୍ୟୁରୋ: ଲକ୍ଷ୍ନୌ ଟ୍ରାନ୍ସପୋର୍ଟ ନଗରରେ ଅଘଟଣ ଘଟିଛି। କୋଠା ଭୁଶୁଡି ୮ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ୨୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଏବେବି ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳରେ NDRF ଓ SDRF ଟିମ ଖୋଜଖୋଜି ଜାରି ରଖିଛନ୍ତି।
ଅଧିକ ପଢ଼ନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: