Videos
|
National

ଓମ୍‌ ବିର୍ଲା ପୁଣି ଥରେ ବାଚସ୍ପତି ! 

Manini Pattanayak
Browse all articles by Manini Pattanayak
·2 years ago
ଓମ୍‌ ବିର୍ଲା ପୁଣି ଥରେ ବାଚସ୍ପତି ! 

ନୂଆଦିଲ୍ଲୀ:  କିଏ ହେବ ବାଚସ୍ପତି? ତାକୁ ନେଇ ଚାଲିଛି ଅଙ୍କକଷା। ଏହାରି ଭିତରେ ଓମ୍‌ ବିର୍ଲା ପୁଣି ଥରେ ବାଚସ୍ପତି ହୋପାରନ୍ତି। ଲୋକସଭା ବାଚସ୍ପତି ପଦକୁ ନେଇ ଚାଲିଥିବା ସସପେନସ ଏଭଳି କିଛି ଚର୍ଚ୍ଚା ଜୋର୍‌ ଧରିଛି।

ଏନଡିଏ ପକ୍ଷରୁ ଓମ୍ ବିର୍ଲାଙ୍କ ନାଁ ଏକରକମ ଚୂଡ଼ାନ୍ତ ହୋଇସାରିଛି। ଏପରିକି ସର୍ବସମ୍ମତିକ୍ରମେ ଓମ୍ ବିର୍ଲାଙ୍କୁ ବାଚସ୍ପତି ବନାଇବା ନେଇ ବିରୋଧୀ ଦଳଙ୍କ ସହ ଆଲୋଚନା କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। 
ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: