Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଭୁବନେଶ୍ବରରେ ବିଶାଳ ମହିଳା ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି

Smruti Parija
Browse all articles by Smruti Parija
·2 years ago
ଭୁବନେଶ୍ବରରେ ବିଶାଳ ମହିଳା ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ: ଫେବୃଆରୀ 3 ପରେ ପୁଣିଥରେ ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଭୁବନେଶ୍ବରରେ ବିଶାଳ ମହିଳା ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ରାଜଧାନୀରେ ଏକାଠି ହେବେ ୧୪ ରାଜ୍ୟର ୨୫ ହଜାରରୁ ଅଧିକ ମହିଳା । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । 

ବିଜେପି ପାଇଁ ବିଜୟ ମନ୍ତ୍ର ନେଇ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ସାରା ଦେଶରେ ଦୁଇଟି ବଡ଼ ବଡ଼ ମହିଳା ସମାବେଶ ଆୟୋଜନ ହେଉଥିବା ବେଳେ ଗୋଟିଏ ମଧ୍ୟପ୍ରଦେଶ ଏବଂ ଆଉ ଗୋଟିଏ ଓଡ଼ିଶାରେ ହେବ । ବିଜେଡି ମହିଳା ଭୋଟ ବ୍ୟାଙ୍କ ଭାଙ୍ଗିବାକୁ ବିଜେପିର ଏହା ଏକ ବଡ ଷ୍ଟ୍ରାଟେଜି । ଭୁବନେଶ୍ବରରେ ଫେବୃଆରି ୧୦ରେ ବିଜେପି ଆୟୋଜନ କରୁଛି ବିଶାଳ ସମାବେଶ । ସମାବେଶରେ ମହିଳା ମାନଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ଭାରତ ଖବର...
 

Sponsored
After February 3, Prime Minister Modi may arrive Odisha again on February 10 | Argus News